Browsing Tag

#odisha

ଜାଣନ୍ତୁ ଆଜିର ରାଶିଫଳ

ମେଷ:-ଗାୟକଙ୍କୁ କୌଣସି ବଡ଼ ମଞ୍ଚରେ ଗୀତ ଗାଇବାର ସୁଯୋଗ ଆସିପାରେ। ଦିନଟି ସଂପୂର୍ଣ୍ଣରୂପେ ଉପଭୋଗ କରିବେ। ଜୀବନସାଥୀର ବ୍ୟବହାରରେ ପରିବର୍ତ୍ତନ ଆସିବ। ବୃଷ:-ଆପଣଙ୍କ ପିଲା ଆପଣଙ୍କୁ ଗର୍ବ ଅନୁଭବ କରାଇପାରନ୍ତି। ସମାଜରେ ମାନ ସମ୍ମାନ ବଢ଼ିବ। ବ୍ୟବସାୟରେ ଆପଣଙ୍କୁ…

ଟ୍ରମ୍ପ୍‌ଙ୍କୁ ଭେଟିବା ପାଇଁ ଓ୍ବାଶିଂଟନ୍‌ ଗସ୍ତରେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌

ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫ୍‌ ଗୁରୁବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କୁ ଭେଟିବା ପାଇଁ ଓ୍ବାଶିଂଟନ୍‌ ଗସ୍ତ କରିବେ। ଜାତିସଂଘ ସାଧାରଣ ସଭାରେ ଯୋଗଦେବା ପାଇଁ ନ୍ୟୁୟର୍କରେ ଥିବା ଶେହବାଜ ଓ ଟ୍ରମ୍ପ୍‌ଙ୍କ ମଧ୍ୟରେ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗରେ ଆଲୋଚନା…

ବିଶ୍ଵ ପ୍ରସିଦ୍ଧ କଟକ ବାଲିଯାତ୍ରା ପାଇଁ ଆସନ୍ତାକାଲି ପ୍ଲଟ ଆବେଦନ ଆରମ୍ଭ

ବିଶ୍ଵ ପ୍ରସିଦ୍ଧ କଟକ ବାଲିଯାତ୍ରା ପାଇଁ ଆସନ୍ତାକାଲି ଅର୍ଥାତ ସେପ୍ଟେମ୍ବର ୨୬ରୁ ପ୍ଲଟ ଲାଗି ଆବେଦନ ଆରମ୍ଭ ହେବ। ଏ ନେଇ ଗୁରୁବାର ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଅତିରିକ୍ତ ଜିଲାପାଳ। ପ୍ରଶାସନ ପକ୍ଷରୁ ଆୟୋଜିତ ବାଲିଯାତ୍ରା ସମ୍ପର୍କିତ ସାମ୍ବାଦିକ ସମ୍ମିଳନୀରେ ଏଡିଏମ…

ଲଦାଖକୁ ରାଜ୍ୟ ମାନ୍ୟତା ଦାବି

କେନ୍ଦ୍ରଶାସିତ ଅଞ୍ଚଳ ଲଦାଖକୁ ରାଜ୍ୟ ମାନ୍ୟତା ପ୍ରଦାନ ଦାବିରେ ବୁଧବାର ଲେହ୍‌ଠାରେ ବନ୍ଦ ପାଳନ ସମୟରେ ବ୍ୟାପକ ହିଂସାକାଣ୍ଡ ଘଟିଛି। ଲେହ୍‌ ଆପେକ୍ସ ବଡି (ଏଲ୍‌ଏବି) ଏବଂ ସୁରକ୍ଷା କର୍ମୀଙ୍କ ମଧ୍ୟରେ ସଂଘର୍ଷ ବେଳେ ପୋଲିସ ଗୁଳିରେ ୪ ବିକ୍ଷୋଭକାରୀଙ୍କ ମୃତ୍ୟୁ ଘଟିଥିବାବେଳେ ୭୦ରୁ…

ଟ୍ରାଇଜେମିନାଲ ନ୍ୟୁରାଲଜିଆ ନାମକ ଏକ ଗମ୍ଭୀର ସ୍ନାୟୁ ରୋଗ ସହ ପୀଡ଼ିତ ଥିଲେ ସଲମାନ ଖାନ

ବଲିଉଡ ସୁପରଷ୍ଟାର ସଲମାନ ଖାନ ତାଙ୍କର ଚମତ୍କାର ଫିଟନେସ ଏବଂ ଦମଦାର ବଡି ପାଇଁ ପ୍ରସିଦ୍ଧ ଥିଲେ ମଧ୍ୟ, ସେ ଟ୍ରାଇଜେମିନାଲ ନ୍ୟୁରାଲଜିଆ ନାମକ ଏକ ଗମ୍ଭୀର ସ୍ନାୟୁ ରୋଗ ସହିତ ମଧ୍ୟ ଲଢ଼ିଛନ୍ତି। ସମ୍ପ୍ରତି, ଆମାଜନ ପ୍ରାଇମ ଭିଡିଓର ଶୋ ‘ଟୁ ମଚ ୱିଥ କାଜୋଲ ଆଣ୍ଡ ଟ୍ବିଙ୍କଲ’ରେ, ସଲମାନ ଏହି…

ଓଡ଼ିଶାରେ ୧ ଲକ୍ଷ କୋଟିର ପୁଞ୍ଜି ନିବେଶ

ଭାରତ ସାମୁଦ୍ରିକ ସପ୍ତାହ-୨୦୨୫(ଆଇଏମ୍‌ଡବ୍ଲ୍ୟୁ) ପାଳନର ଅବ୍ୟବହିତ ପୂର୍ବରୁ ଭୁବନେଶ୍ୱରଠାରେ ପାରାଦୀପ ବନ୍ଦର ପକ୍ଷରୁ ଏକ ରୋଡ୍‌-ଶୋ’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ‘ଭୁବନେଶ୍ୱରରେ ଇଣ୍ଡିଆନ ମେରିଟାଇମ୍‌ ସେକ୍ଟରର ପରିବର୍ତ୍ତନକୁ ନାଭିଗେଟ୍‌ କରିବା: ଭଲ୍ୟୁମ୍‌ରୁ ଭିଜନକୁ’ ଶୀର୍ଷକ…

ଝାରସୁଗୁଡ଼ାରେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତର ଅବ୍ୟବହିତ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଝାରସୁଗୁଡା ଗସ୍ତ କରିଛନ୍ତି। ସେ ସ୍ୱତନ୍ତ୍ର ବିମାନ ଯୋଗେ ସେ ଝାରସୁଗୁଡା ବିମାନବନ୍ଦରରେ ଅବତରଣ କରିବା ପରେ ବିଜେପି ପକ୍ଷରୁ ତାଙ୍କୁ ଭବ୍ୟ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯାଇଛି। ଏହାପରେ…

ଓଡ଼ିଶା ‌ପ୍ରୋ ଟି-୨୦ ଲିଗ୍- ପ୍ରଥମ ମ୍ୟାଚ୍‌ରେ ଭୁବନେଶ୍ବର ଟାଇଗର୍ସ ବିଜୟୀ

ବାରବାଟୀ ଷ୍ଟାଡିୟମ୍‌ରେ ଚାଲିଥିବା ଓଡ଼ିଶା ‌ପ୍ରୋ ଟି-୨୦ ଲିଗ୍ (ଓପିଟିଏଲ୍‌)ରେ ବୁଧବାରର ପ୍ରଥମ ମ୍ୟାଚ୍‌ରେ ଭୁବନେଶ୍ବର ଟାଇଗର୍ସ ବିଜୟୀ ହୋଇଛି। ସୂର୍ଯ୍ୟକାନ୍ତ ପ୍ରଧାନଙ୍କ ନେତୃତ୍ବାଧୀନ ଏହି ଦଳ ୫ ୱିକେଟ୍‌ରେ ରାଉରକେଲା ଷ୍ଟିଲର୍ସଙ୍କୁ ହରାଇଛି। ବ‌ର୍ଷ‌ା କାରଣରୁ ମ୍ୟାଚ୍‌ ବିଳମ୍ବିତ…

ଆଜି ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା

ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ ବର୍ତ୍ତମାନ ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଛି । ଏହା ଧୀରେ ଧୀରେ ଦୁର୍ବଳ ହେବାର ସମ୍ଭାବନା ରହିଛି । ସେପଟେ ଆଉ ଏକ ଘୁର୍ଣ୍ଣିବଳୟ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି । ପ୍ରଭାବରେ ଆଜି ଉତ୍ତର ଓ…

ନବୀନ ପଟ୍ଟନାୟକଙ୍କ ବିନା ଶ୍ରୀମୟୀ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ

ଶ୍ରୀମୟୀ ମିଶ୍ରଙ୍କୁ ବିଜେଡି ନେତା ମନ୍ମଥ ରାଉତରାୟ ଆହ୍ବାନ ଦେଇଛନ୍ତି। ମନ୍ମଥ କହିଛନ୍ତି, ନବୀନ ପଟ୍ଟନାୟକଙ୍କ ବିନା ଏବେ ନେତ୍ରୀ ହୋଇ ପ୍ରମାଣିତ କରନ୍ତୁ। ଏଭଳି ନେତା ବିଜେଡି ପାଇଁ ନିର୍ବାଚନରେ ବୀଭିଷଣ ହୋଇଥିଲେ। ଶଙ୍ଖଭବନରେ ଆପତ୍ତିଜନକ ଆଚରଣ ସିସିଟିଭିରେ କଏଦ ହୋଇଛି। ଦଳ ତାଙ୍କୁ…