Browsing Tag

#odisha

ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ

ରାଜ୍ୟରେ ହାଡ଼ଭଙ୍ଗା ଜାଡ଼ ଅନୁଭୂତ ହେବ । ଆଭ୍ୟନ୍ତରୀଣ ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ଭୀଷଣ ଥଣ୍ଡା ରହିବ । ଅନ୍ୟ ସ୍ଥାନରେ ବି ଅସମ୍ଭାଳ ଶୀତ ହେବ । ଦେହ, ହାତ ଥରିଯିବ । ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଅନୁଗୁଳରେ ଶୀତ ଲହରୀ ବହିବ । ଏଭଳି ଆକଳନ କରିଛି ପାଣିପାଗ ବିଭାଗ । ଶନିବାର ରାତିରେ ଫୁଲବାଣୀ ଓ…

ମୁଖ୍ୟମନ୍ତ୍ରୀ କନ୍ୟା  ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା…

ମୁଖ୍ୟମନ୍ତ୍ରୀ କନ୍ୟା  ବିବାହ ଯୋଜନା ପାଇଁ ଆସିଲା ଗାଇଡ୍‌ଲାଇନ । ଗରିବ, ଅସହାୟଙ୍କୁ ୫୧ ହଜାର ଟଙ୍କାର ଆର୍ଥିକ ସହାୟତା ଯୋଗାଇଦେବେ ସରକାର । ସିଧାସଳଖ ଯୁବତୀଙ୍କ ଆକାଉଣ୍ଟକୁ ଯିବ ୩୫ ହଜାର ଟଙ୍କା । ଦିବ୍ୟାଙ୍ଗ, ବିଧବା, ଏସସି-ଏସଟିଙ୍କୁ ମିଳିବ ଅଗ୍ରାଧିକାର । ସମସ୍ତ ଜିଲ୍ଲାପାଳଙ୍କୁ…

ଆଜିର ରାଶିଫଳ

ମେଷ: ଦିନଟି ଆପଣଙ୍କୁ ଉନ୍ନତି ଦେବ। କଠିିନ ପରିସ୍ଥିତିରେ ବନ୍ଧୁଙ୍କ ସାହାଯ୍ୟ ପାଇବେ। ବାପାମାଆ ପିଲାଙ୍କର ଉଜ୍ଜ୍ବଳ ଭବିଷ୍ୟତ ପାଇଁ ଚିନ୍ତା କରିବେ। ବୃଷ: ପାରିବାରିକ ଜୀବନ ସୁଖମୟ ହେବ। ବେପାରୀବର୍ଗକୁ ଧନଲାଭ ହେବ। କୌଣସି ପ୍ରକାର ବିବାଦ ଠାରୁ ଦୂରରେ ରହନ୍ତୁ। ଆପଣ ଆଶା କରିଥିବା…

ମୋଦୀ ଏବଂ ପୁଟିନଙ୍କ ମଧ୍ୟରେ ୭ଟି ବୁଝାମଣା ସମ୍ପର୍କରେ ସହମତି

 ଭାରତ ଓ ରୁଷ ମଧ୍ୟରେ ସୁଦୃଢ଼ ସମ୍ପର୍କର ନୂଆଯୁଗ ଆରମ୍ଭ । ଦିଲ୍ଲୀ ହାଇଦ୍ରାବାଦ୍ ହାଉସରେ ଦ୍ବିପାକ୍ଷିକ ଆଲୋଚନାରେ ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର୍ ପୁଟିନ ଓ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହାକୁ ନୂଆ ଦିଶା ଦେଇଛନ୍ତି । ଆଲୋଚନା ପରେ ଏକ ମିଳିତ ବିବୃତି ଜାରି କରାଯାଇଛି। ପୁଟିନ ଓ…

DDLJ ରିଲିଜର ୩୦ ବର୍ଷ ପୂରଣ ଅବସରରେ ଲଣ୍ଡନର ଲିସେଷ୍ଟର ସ୍କୋୟାରରେ ଶାହାରୁଖ ଖାନ ଏବଂ କାଜୋଲଙ୍କ ବ୍ରୋଞ୍ଜ…

ଦିଲୱାଲେ ଦୁଲହାନିଆ ଲେ ଜାଏଙ୍ଗେ' (DDLJ) ରିଲିଜର ୩୦ ବର୍ଷ ପୂରଣ କରିଛି । ଫିଲ୍ମର ମୁଖ୍ୟ କଳାକାର ଶାହାରୁଖ ଖାନ ଏବଂ କାଜୋଲ ଏହି ଅବସରକୁ ଏକ ସ୍ୱତନ୍ତ୍ର ଉପାୟରେ ପାଳନ କରିଛନ୍ତି । ଲଣ୍ଡନରେ ଏହାକୁ ସେଲିବ୍ରେଟ କରିଛନ୍ତି ସେଲିବ୍ରିଟି । ଲଣ୍ଡନର ଲିସେଷ୍ଟର ସ୍କୋୟାରରେ ଫିଲ୍ମରୁ…

ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ

ମାଟ୍ରିକ ପରୀକ୍ଷା ପାଇଁ ଆସିଲା କାର୍ଯ୍ୟସୂଚୀ | ଆସନ୍ତା ଫେବୃୟାରୀ ୧୯ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ ବୋଲି ଜଣାପଡିଛି | ଫେବୃୟାରୀ ୧୯ରୁ ମାର୍ଚ୍ଚ ୨ ଯାଏଁ ମାଟ୍ରିକ ପରୀକ୍ଷା ହେବ ଓ ସକାଳ ୯ଟାରୁ ଦିନ ୧୧ଟା ୩୦ ଯାଏଁ ପରୀକ୍ଷା ଚାଲିବ | ମିଳିଥିବା ସୂଚନା ମୁତାବକ ସବୁ ବିଷୟ ପାଇଁ ଅଢେଇ…

ଥଣ୍ଡାରେ ଥରୁଛି ସାରା ଓଡ଼ିଶା , କୁହୁଡ଼ି ଆସ୍ତରଣରେ ଯାତାୟତ ବାଧାପ୍ରାପ୍ତ

ଥଣ୍ଡାରେ ଥରୁଛି ସାରା ଓଡ଼ିଶା । ଗଜପତି ଜିଲ୍ଲା ପାରଳାଖେମୁଣ୍ଡିରେ ପ୍ରବଳ ଶୀତ ଯୋଗୁ ଜନଜୀବନ ବାଧାପ୍ରାପ୍ତ ହୋଇଛି । କୁହୁଡ଼ି ଆସ୍ତରଣରେ ସାରା ସହର । ଯାତାୟତ ବାଧାପ୍ରାପ୍ତ ହୋଇଛି । ପାରଳାଖେମୁଣ୍ଡି ସହରରେ ସମେତ ଆଖପାଖ ଅଞ୍ଚଳରେ ଘନ କୁହୁଡ଼ି ପଡ଼ିଛି । ସକାଳୁ ସକାଳୁ ଖେଳପଡିଆରେ ଲୋକଙ୍କ…

ଖାଦ୍ୟ ପରେ ଘିଅ ଏବଂ ଗୁଡ଼ ଖାଇବା ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ

ଖାଦ୍ୟ ଆମ ସ୍ୱାସ୍ଥ୍ୟ ଉପରେ ଗୁରୁତ୍ୱପୂର୍ଣ୍ଣ ପ୍ରଭାବ ପକାଇଥାଏ  ।  କେବଳ ଆମେ ଯେଉଁ ଖାଦ୍ୟ ଖାଉ ତାହା ନୁହେଁ, ବରଂ ଖାଦ୍ୟ ପରେ ଆମେ ଯାହା ଖାଉ ତାହାର ମଧ୍ୟ ଆମ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ରହିଥାଏ  ।  ଲୋକମାନେ ସାଧାରଣତଃ ଖାଦ୍ୟ ଖାଇସାରିବା ପରେ ହଜମ ପାଇଁ ପାନମଧୁରୀ ଖାଇଥାଆନ୍ତି ।  ଏହା…

ବାରବାଟୀ ଟି୨୦ ମ୍ୟାଚ୍‌ ପାଇଁ ଆଜି କାଉଣ୍ଟରରେ ଟିକଟ ବିକ୍ରି, ୯ଟାରେ ଖୋଲିବ କାଉଣ୍ଟର

ବାରବାଟୀ ଟି୨୦ ମ୍ୟାଚ୍‌ ପାଇଁ ଆଜି କାଉଣ୍ଟରରେ ବିକ୍ରି ହେବ ଟିକଟ। ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଟିକଟ ଖଣ୍ଡେ ପାଇବା ପାଇଁ ରାଜ୍ୟର କୋଣ ଅନୁକୋଣରୁ ବହୁ କ୍ରିକେଟ୍‌ପ୍ରେମୀ ଗୁରୁବାରଠାରୁ କଟକରେ ଆସି ଡେରା ପକାଇଛନ୍ତି। ବିଶେଷକରି ଷ୍ଟାର ଖେଳାଳିଙ୍କ…

ଆଜି ୨୩ତମ ଭାରତ-ରୁଷ୍ ଶିଖର ସମ୍ମିଳନୀ

ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ଠାରୁ ଦୁଇ ଦିନିଆ ଭାରତ ଗସ୍ତ କରିଛନ୍ତି। ସନ୍ଧ୍ୟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ଆସି ନୂଆଦିଲ୍ଲୀର ପାଲାମ ଟେକ୍ନିକାଲ ବିମାନବନ୍ଦରରେ ପହଞ୍ଚିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିମାନବନ୍ଦରରେ ଉପସ୍ଥିତ ରହି ପୁଟିନଙ୍କୁ ସ୍ବାଗତ…