Browsing Tag

#odisha

ପରଲୋକ ରେ ତାମିଲ ହାସ୍ୟାଭିନେତା ରୋବୋ ଶଙ୍କର

ତାମିଲ ଅଭିନେତା ତଥା ହାସ୍ୟାଭିନେତା ରୋବୋ ଶଙ୍କରଙ୍କ ଗତ ଗୁରୁବାର ଚେନ୍ନାଇରେ ପରଲୋକ ହୋଇଛି।  ମାତ୍ର ୪୬ବର୍ଷ ବୟସରେ ରୋବୋଙ୍କ ହଠାତ ଏପରି ମୃତ୍ୟୁ ଖବରକୁ ଅଭିନେତାଙ୍କ ପ୍ରଶଂସକମାନେ ସହଜରେ ଗ୍ରହଣ କରି ପାରୁ ନାହାନ୍ତି।ହସ୍ପିଟାଲ୍ ବିବୃତ୍ତିରେ କୁହାଯାଇଛି ଯେ, ‘ଶଙ୍କରଙ୍କୁ  …

ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି

ଆରମ୍ଭ ହେଲା ବିଧାନସଭା ମୌସୁମୀ ଅଧିବେଶନର ଦ୍ବିତୀୟ ଦିନର ଗୃହ କାର୍ଯ୍ୟ। ମାତ୍ର ୪ ମିନିଟ ଚାଲିବା ପରେ ଅପରାହ୍ଣ ୪ଟା ଯାଏ ଗୃହ ମୁଲତବୀ ଘେ‌ାଷଣା କଲେ ବାଚସ୍ପତି ସୁରମା ପାଢ଼ୀ। ପ୍ରଥମରୁ ଗୃହରେ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ପ୍ଲାଗ କାର୍ଡ ଦେଖାଇ ନାରାବାଜି ସହ ହଟ୍ଟଗୋଳ କରିଥିଲେ।…

ସ୍ବାସ୍ଥ୍ୟ ଉପରେ ଉତ୍ତମ ପ୍ରଭାବ ପକାଇଥାଏ ଜିରା

ବର୍ତ୍ତମାନ ସମୟରେ ଘର ଘରର ସମସ୍ୟା କହିଲେ ମେଦବହୁଳତା ନହେଲେ ଚୁଟି ଝଡ଼ିବା । କିଏ ପତଳା ଥିଲେ ତାଙ୍କୁ ପଚରାଯାଉଛି ଯେ କ’ଣ ଖାଉଛ ଯେ ଏତେ ପତଳା ଅଛ । ନହେଲେ ଚୁଟି ଲମ୍ବା ଥିଲେ ପ୍ରଶ୍ନ ଆସେ ଆରେ ବାଃ ତୁମ ଚୁଟି ତ ବହୁତ ଲମ୍ବା କେଉଁ ତେଲ ଲଗାଉଛ ଇତ୍ୟାଦି , ଇତ୍ୟାଦି । ଏହାର ଅର୍ଥ ସବୁ…

ଏସିଆ କପ -ଚଳିତ ମାସ 21 ରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଆଉ ଏକ ମୁକାବିଲା

ଟିମ୍ ଇଣ୍ଡିଆ ଏବଂ ପାକିସ୍ତାନ ଗ୍ରୁପ୍ ‘ଏ’ ରୁ ସୁପର ୪ ପାଇଁ  ଯୋଗ୍ୟତା ଅର୍ଜନ କରିଛନ୍ତି । ଏହା ଭାରତ ଏବଂ ପାକିସ୍ତାନ ମଧ୍ୟରେ ପୁଣି ଆଉ ଏକ ମୁକାବିଲା ହେବା ନିଶ୍ଚିତ ହୋଇଛି। ଦୁଇ ଦଳ ମଧ୍ୟରେ ପରବର୍ତ୍ତୀ ମ୍ୟାଚ୍ ସେପ୍ଟେମ୍ବର ୨୧ ରବିବାରରେ ଦୁବାଇରେ ଖେଳାଯିବ।…

ଆଜିର ରାଶିଫଳ

ମେଷ:-କାର୍ଯ୍ୟକ୍ଷେତ୍ରରେ କାମର ବୋଝ ଅଧିକ ରହିବ। ଆପଣଙ୍କ କ୍ୟାରିୟରରେ ପ୍ରଗତିର ଯୋଗ ଅଛି। କୌଣସି ସଂପତ୍ତିକୁ ନେଇ ଅଧିକ ଯାତୟାତ କରିପାରନ୍ତି। ରାଜନୀତିରେ ସଫଳତା ପାଇବେ। ସ୍ବାସ୍ଥ୍ୟରେ ସୁଧାର ହେବ। ବୃଷ:-କୌଣସି କାମରେ ବିଦେଶ ଯିବାର ସୁଯୋଗ ଆସିବ।…

ପାର୍ବଣ ଋତୁରେ ଯାତ୍ରୀଙ୍କ ପାଇଁ ଗଡ଼ିବ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ

ଆରାମଦାୟକ ଯାତ୍ରା ଅଭିଜ୍ଞତା ସୁନିଶ୍ଚିତ କରିବା ଏବଂ ପାର୍ବଣ ଋତୁରେ ଯାତ୍ରୀଙ୍କ ଅତିରିକ୍ତ ଭିଡ଼ ପରିଚାଳନା କରିବା ପାଇଁ, ଭାରତୀୟ ରେଳବାଇ ନିମ୍ନଲିଖିତ କାର୍ଯ୍ୟସୂଚୀ ଅନୁଯାୟୀ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନଗୁଡ଼ିକ ପରିଚାଳନା କରିବ: ୧. ଝାନ୍ସୀ-ପୁରୀ-ଝାନ୍ସୀ ସାପ୍ତାହିକ ସ୍ୱତନ୍ତ୍ର…

ଆମେରିକା ଭାରତ ଉପରେ ଲଗାଇଥିବା ଶୁଳ୍କକୁ ପ୍ରତ୍ୟାହାର କରିବାକୁ ଚିନ୍ତା କରୁଛି

ରୁଷଠାରୁ ତୈଳ କିଣିବା ପ୍ରସଂଗ ନେଇ ଭାରତ ଉପରେ ଅଗଷ୍ଟ ୨୭ ତାରିଖରୁ ଅତିରିକ୍ତ ଶୁଳ୍କ ଲାଗୁ କରିଛି ଆମେରିକା। ରୁଷ ସହ ଭାରତର ଭଲ ସଂପର୍କ ପାଇଁ ଏହା ଆମେରିକାର ପ୍ରତିଶୋଧାତ୍ମକ ପଦକ୍ଷେପ। ତେବେ ଏବେ ଜାଣିବାକୁ ମିଳୁଛି କି ଆମେରିକା ଭାରତ ଉପରେ ଲଗାଇଥିବା ସେହି ଦଣ୍ଡକୁ ପ୍ରତ୍ୟାହାର…

କଲ୍କି – 2 ସିକ୍ୱେଲରେ ଦୀପିକା ନଜର ଆସିବେ ନାହିଁ

ବଲିଉଡ୍ ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ନେଇ ଏକ ବଡ଼ ଖବର ଆସିଛି। ୨୦୨୪ରେ ରିଲିଜ୍ ହୋଇଥିବା ତେଲୁଗୁ ବ୍ଲକବଷ୍ଟର ଫିଲ୍ମ 'କଲ୍କି ୨୮୯୮ଏଡି'ର ସିକ୍ୱେଲରେ ଦୀପିକା ନଜର ଆସିବେ ନାହିଁ। ନିର୍ମାତା ଏନେଇ ଏକ୍ସରେ ପୋଷ୍ଟ କରି ଘୋଷଣା କରିଛନ୍ତି। ପୋଷ୍ଟରେ ଲେଖାଯାଇଛି ଯେ, ଅଭିନେତ୍ରୀ ଆଉ…

ଗାଡ଼ି ଦରରକୁ ଲକ୍ଷ ଲକ୍ଷ ଟଙ୍କା କମ୍‌ କରିଦେଇଛି ମାରୁତି ସୁଜୁକି

ଜୀବନରେ କିଛି ହଉ କି ନ ହଉ; ନିଜ ନାମରେ ଘର ଓ ଗାଡ଼ିଟିଏ କରିବାର ସ୍ବପ୍ନ କାହାର ବା ନଥାଏ! ଘର ତ ଅତି ବଡ଼ ସ୍ବପ୍ନ। ହେଲେ ଚାରିଚକିଆ ଗାଡ଼ି ଚଳାଇବାର ଇଚ୍ଛା ଆଜିକାଲା ପ୍ରାୟ ସଭିଙ୍କ ଭିତରେ। ହେଲେ ଟଙ୍କାକୁ ଡରି ଲୋକେ ନିଜ ସ୍ବପ୍ନକୁ ମାରିପକାନ୍ତି। ଏବେ କିନ୍ତୁ ଆଉ କାହାକୁ ତାଙ୍କ ସ୍ବପ୍ନ…

ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ

ସୁଭଦ୍ରା ଉପରେ ପ୍ରଥମ ରାଜ୍ୟସ୍ତରୀୟ ପରିଚାଳନା ଏବଂ ତଦାରଖ କମିଟି ବୈଠକର ସମୀକ୍ଷା ପରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ଯେ,  ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ। ମଧୁ…