Browsing Tag

#odisha

୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ମୋଦିଙ୍କ ଜନ୍ମଦିନରେ ବ୍ୟାପକ କାର୍ଯ୍ୟକ୍ରମ । ଆଜି ଗୋଟିଏ ଦିନରେ ରେକର୍ଡ ୭୫ ଲକ୍ଷ ଗଛ ଲଗାଇବେ ରାଜ୍ୟ ସରକାର । ଆବାସ ଦିବସରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ଆଭାସୀରେ ସାମିଲ ହେବେ ନରେନ୍ଦ୍ର ମୋଦୀ । କାଲି ସୁଭଦ୍ରା ଜନ୍ମତିଥି ବି ପାଳନ ହେବ । ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ…

ମଧ୍ୟରାତ୍ରିରେ ଭୋଜନକୁ ରାକ୍ଷସୀ ଭୋଜନ କୁହାଯାଏ

ଖାଦ୍ୟ ଖାଇଲେ ହିଁ ଆମ ଶରୀର ପୋଷଣ ପାଇଥାଏ। କିନ୍ତୁ ଖାଦ୍ୟ ଆମେ ଭୋକ ଲାଗିଲେ ଖାଉ ଏବଂ ଲୋଭରେ ବି ଖାଉ। ଲୋଭରେ ଖାଇଲେ ତାହା ଆମର ପୁଷ୍ଟି ସାଧନ ନ କରି ଅହିତ କରିଥାଏ। ସୁତରାଂ ଭୋକ ଲାଗିଲେ ହିଁ ଖାଇବା ଉଚିତ। ଭୋକ ନ ଥାଇ ଖାଦ୍ୟ ଲୋଭରେ ଖାଇବା ଉଚିତ ନୁହେଁ। ପୁଣି ଖାଦ୍ୟ ଖାଇବାର ଗୋଟିଏ…

ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ର ଉଦଘାଟିତ

ରାଜ୍ୟରେ ମୋଟ ୯୧୩ଟି ନବନିର୍ମିତ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏଥିମଧ୍ୟରେ ରହିଛି ଅନୁଗୁଳର ୩୫ ଟି, ବାଲେଶ୍ୱରର ୭୭, ବରଗଡ଼ର ୪୪ଟି, ଭଦ୍ରକର ୩୪ଟି, ବଲାଙ୍ଗୀରର ୨୩ଟି, ବୌଦ୍ଧର ୧୧ଟି, କଟକର ୨୬ଟି, ଦେବଗଡ଼ର ୫ଟି, ଢେଙ୍କାନାଳର ୧୮ଟି, ଗଜପତିର…

ୟୁପିଆଇ ଜରିଆରେ ଟଙ୍କା ଉଠାଇବା ସୁବିଧା ଖୁବଶିଘ୍ର

ୟୁପିଆଇ ମାଧ୍ୟମରେ ଯେଭଳି ଲୋକମାନେ ଟଙ୍କା ଉଠାଇ ପାରିବେ, ସେଥିପାଇଁ ବ୍ୟବସ୍ଥା କରାଯାଉଛି। ବିଶେଷ କରି ଗ୍ରାମାଞ୍ଚଳ ଓ ଅପହଞ୍ଚ ଅଞ୍ଚଳର ଲୋକମାନଙ୍କ ଆବଶ୍ୟକତାକୁ ଦୃଷ୍ଟି ଦିଆଯାଇଛି। ଦେଶବ୍ୟାପୀ ଥିବା ବିଜନେସ୍ କରେସ୍‌ପଣ୍ଡେଣ୍ଟ୍‌ (ବିସି) ନେଟ୍‌ୱର୍କକୁ ବ୍ୟବହାର କରି ୟୁପିଆଇ ଜରିଆରେ…

ଲୁଚି ଲୁଚି ନିର୍ବନ୍ଧ କଲେ ବଲିଉଡ ଅଭିନେତ୍ରୀ ହୁମା କୁରେଶୀ

ଲୁଚି ଲୁଚି ନିର୍ବନ୍ଧ କଲେ ବଲିଉଡ ଅଭିନେତ୍ରୀ ହୁମା କୁରେଶୀ। ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ସମସ୍ତଙ୍କ ଧ୍ୟାନ ଆକର୍ଷଣ କରୁଥିବା ହୁମା ଏବେ ନିଜର ପ୍ରେମିକ ରଚିତ୍ ସିଂହଙ୍କ ସହ ନିର୍ବନ୍ଧ କରିଥିବା ଜଣାଯାଇଛି। ନିଜ ବ୍ୟକ୍ତିଗତ ଜୀବନକୁ ଲାଇମଲାଇଟରୁ ଦୂରରେ ରଖୁଥିବା ହୁମା ଏବେ ନିଜ…

ଆସନ୍ତା ୧୭ରୁ ୨୬ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପ୍ରୋ ଟି-୨୦ ଲିଗ୍

ଓଡ଼ିଶା କ୍ରିକେଟ ସଂଘ (ଓସିଏ) ଓ ଆରିଭା ‌ସ୍ପୋର୍ଟ୍ସ ମିଳିତ ଉଦ୍ୟମରେ ଆସନ୍ତା ୧୭ରୁ ୨୬ତାରିଖ ପର୍ଯ୍ୟନ୍ତ ଓଡ଼ିଶା ପ୍ରୋ ଟି-୨୦ ଲିଗ୍ (ଓପିଟିଏଲ୍‌) ବାରବାଟୀ ଷ୍ଟାଡିୟମ‌ରେ ଅନୁଷ୍ଠିତ ହେବ। ବୁଧବାର ଅପରାହ୍‌ଣ ୫ରୁ ୭ଟା ପର୍ଯ୍ୟନ୍ତ ଉଦ୍‌ଘାଟନୀ ସମାରୋହ ହେବ। ଏଥିରେ ବଲିଉଡ୍ ଷ୍ଟାର୍‌ଙ୍କ…

ଇଣ୍ଟରମିଟେଣ୍ଟ ଫାଷ୍ଟିଙ୍ଗ ର କିଛି ଖରାପ ପ୍ରଭାବ ବି ରହିଛି , ଯାହା ଜାଣିବା ନିହାତି ଜରୁରି

ଆଜିକା ଦିନରେ ଓଜନ କମାଇବାକୁ ଅନେକ ବାଟ ବାଛୁଛନ୍ତି ଯୁବପିଢ଼ି । ବେଶି ଟ୍ରେଣ୍ଡରେ ଅଛି ଇଣ୍ଟରମିଟେଣ୍ଟ ଫାଷ୍ଟିଙ୍ଗ ।ଏହାର ଅର୍ଥ ଦିନର ୨୪ ଘଣ୍ଟାରୁ ନିର୍ଦ୍ଦିଷ୍ଟ ସମୟ ଯାଏଁ ଉପାସ ରହିବା ଏବଂ ବାକି ସମୟ ଭିତରେ ଖାଦ୍ୟ ଖାଇବା । ଏହାର କିଛି ସୁଫଳ ଥିଲେ ବି କିଛି ଖରାପ ପ୍ରଭାବ ବି ରହିଛି ,…

ଆଜିର ରାଶିଫଳ

ମେଷ:-ସବୁ କଷ୍ଟ ନିବାରଣ ହେବ। ଘରୋଇ ଉଦ୍ୟୋଗରେ ଭଲ ସୁଯୋଗ ମିଳିପାରେ। ବୈବାହିକ ଜୀବନ ଖୁସି ଭରା ରହିବ। କବିମାନଙ୍କ ଲାଗି ଦିନଟି ମହତ୍ବପୂର୍ଣ୍ଣ ରହିବ। ଘରକୁ ନୂଆ ବନ୍ଧୁ ଆସିବେ। ବୃଷ:-ଦିନଟି ଉତ୍ସାହ ଭରା ରହିବ। ଉପାର୍ଜନ ପାଇଁ ନୂଆ ଜ୍ଞାନ ପାଇବେ। ଦାମ୍ପତ୍ୟ ଜୀବନରେ ଖୁସି ଆସିବ।…

ବୃଦ୍ଧି ପାଉଛି ‘ଲୋକା ଚାପ୍ଟର ୧’ର ରୋଜଗାର

ଏହି ସମୟରେ ଅନେକ ଫିଲ୍ମ ଥିଲେ ମଧ୍ୟ 'ଲୋକା ଚାପ୍ଟର ୧'ର ରୋଜଗାରରେ କୌଣସି ପାର୍ଥକ୍ୟ ପଡିନାହିଁ। ମାତ୍ର ୩୦ କୋଟିରେ ନିର୍ମିତ ଏହି ଫିଲ୍ମ ଏପର୍ଯ୍ୟନ୍ତ ଏତେ ରୋଜଗାର କରିଛି ଯେ ବଡ଼ ବଡ଼ ଫିଲ୍ମ ମଧ୍ୟ ସେଠାରେ ପହଞ୍ଚି ପାରି ନାହିଁ। ଆଜି ବକ୍ସ ଅଫିସରେ ଫିଲ୍ମର ୧୮ତମ ଦିନ ଏବଂ ତୃତୀୟ…

୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି – ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମୁଖମନ୍ତ୍ରୀ କହିଛନ୍ତି। ସରକାରୀ ପଦବୀରେ ୩୦ ହଜାର ଯୋଗ୍ୟ…