Browsing Tag

#odisha

୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା

୨୭ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା  । ଓଡ଼ିଶା ଉପରେ ପ୍ରଭାବ ନେଇ ହୋଇନି ସ୍ପଷ୍ଟ । ବଙ୍ଗୋପସାଗରରେ ଆଉ ଏକ ବାତ୍ୟା ସୃଷ୍ଟି ପାଇଁ ପାଗ ଅନୁକୂଳ ହେଉଥିବା ବେଳେ ମାଲେସିଆ ଓ ସଂଲଗ୍ନ ମାଲାକ୍ସ ପ୍ରଣାଳୀ ଉପରେ ଏକ ସ୍ପଷ୍ଟଚିହ୍ନିତ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାସହ ଜଡ଼ିତ…

ଆଜିର ରାଶିଫଳ

ମେଷ: ଏକାଗ୍ର ମନରେ କରୁଥିବା କାମ ଲାଭଦାୟକ ହେବ। ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇଯିବ। ଛାତ୍ରଛାତ୍ରୀଙ୍କର ଲେଖାପଢ଼ାରେ ମନ ଲାଗିବ। ବୃଷ: ପରିସ୍ଥିତି ଏଭଳି ହେବ ଯେ ପୂର୍ବ ଜିନିଷକୁ ଆପଣଙ୍କ ଆଗରେ ଆଣି ଛିଡ଼ା କରିଦେବ। ଆପଣଙ୍କ ଚିନ୍ତା ବଢ଼ିପାରେ।ପାରିବାରିକ ଜୀବନ…

ପରାଜୟ ଆଶଙ୍କାରେ ଭାରତ

ବରସାପରା ଷ୍ଟାଡିୟମରେ ଖେଳା ଯାଉଥିବା ଦ୍ଵିତୀୟ ଟେଷ୍ଟରେ ବ୍ୟାକଫୁଟରେ ଟିମ୍ ଇଣ୍ଡିଆ। ମ୍ୟାଚରେ ସଂପୂର୍ଣ୍ଣ ପ୍ରାଧ୍ୟାନ୍ୟ ବିସ୍ତାର କରିଛି ଭ୍ରମଣକାରୀ ଦକ୍ଷିଣ ଆଫ୍ରିକା। ଦକ୍ଷିଣ ଆଫ୍ରିକାର ୪୮୯ ରନ ଜବାବରେ ଭାରତୀୟ ଦଳ ପ୍ରଥମ ଇନିଂସରେ ୨୦୧ ରନରେ ଅଲଆଉଟ୍ ହୋଇଛି। ୨୮୮ ରନ ଆଗୁଆ ରହିଥିବା…

ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ  ଦେହାନ୍ତ, ଶୋକ ପ୍ରକାଶ କରିଛନ୍ତି , ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ବଲିଉଡ୍‌ର କିମ୍ବଦନ୍ତୀ ଅଭିନେତା ଧର୍ମେନ୍ଦ୍ର ଦେଓଲଙ୍କ  ଦେହାନ୍ତ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି, ବର୍ଷିୟାନ ଅଭିନେତା ଧର୍ମେନ୍ଦ୍ରଙ୍କ ଦେହାନ୍ତରେ ମୁଁ ମର୍ମାହତ। ଦଶନ୍ଧି ଧରି ଅଭିନୟ ଓ ଆକର୍ଷଣୀୟ ବ୍ୟକ୍ତିତ୍ୱ ଦର୍ଶକଙ୍କୁ…

ଇସ୍ରାଏଲ ସହିତ ବାଣିଜ୍ୟ ଆଲୋଚନା କରିବ ଭାରତ

ଭାରତ ସରକାର ବିଭିନ୍ନ ଦେଶ ସହ ସ୍ବତନ୍ତ୍ର ବାଣିଜ୍ୟ ରାଜିନାମା ‌ସ୍ବାକ୍ଷର କରିବାକୁ ଉଦ୍ୟମ କରୁଥିବା ବେଳେ ଏନେଇ  ଇସ୍ରାଏଲ  ସହ କଥାବାର୍ତ୍ତା ଆରମ୍ଭ ହେବ। ଏହି ଦେଶ ସହିତ ଦୁଇଟି ପର୍ଯ୍ୟାୟରେ ରାଜିନାମା ହେବ ବୋଲି ବାଣିଜ୍ୟ ମନ୍ତ୍ରୀ ପୀୟୂଷ ‌ଗୋୟଲ କହିଛନ୍ତି। ଆନୁଷ୍ଠାନିକ…

ଆରପାରିରେ ବଲିଉଡର ଷ୍ଟଣ୍ଟ ହିରୋ ଧର୍ମେନ୍ଦ୍ର

ସାରା ଅଭିନୟ ଜଗତ ଆଜି ସ୍ତବ୍ଧ । ବଲିଉଡରେ ଅତି ଦୁଃଖ ଖବର ସମସ୍ତଙ୍କ ଆଖି ଭିଜାଇଛି। ବଲିଉଡର ଷ୍ଟଣ୍ଟ ହିରୋ ଧର୍ମେନ୍ଦ୍ର ଆଉ ନାହାନ୍ତି । ୮୯ ବର୍ଷ ବୟସରେ ଦୁନିଆକୁ ଅଲବିଦା କହି ଅଫେରା ରାଇଜକୁ ଚାଲିଯାଇଛନ୍ତି ଧର୍ମେନ୍ଦ୍ର ନିଜର ଡେୟାରିଙ୍ଗ ନେଚର ପାଇଁ ସବୁଠୁ ଖାସ୍ । ୧୯୭୯ରେ ଫିଲ୍ମ…

ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି

ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି । ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଧାନ କିଣା ପାଇଁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।…

ଏହି ସବୁ ଖାଦ୍ୟ ପିଲାଙ୍କ ପାଇଁ ହାନିକାରକ

ପିଲାଙ୍କ ଖାଦ୍ୟପେୟ ଉପରେ ନିର୍ଭର କରିଥାଏ ସେମାନଙ୍କର ସ୍ୱାସ୍ଥ୍ୟ। ଅଧିକାଂଶ ବାପାମାଆ ପିଲାଙ୍କ ପେଟ ଭରିବା ପାଇଁ ସ୍ୱାସ୍ଥ୍ୟକର କିମ୍ୱା ଅସ୍ୱାସ୍ଥ୍ୟକର କିଛି ମଧ୍ୟ ଖୁଆଇ ଦିଅନ୍ତି। ଏହାସହ କିଛି ପିଲା ଜଙ୍କ ଫୁଡ୍ ଖାଇବାକୁ ଜିଦି କରନ୍ତି। ଏମିତି କିଛି ଖାଦ୍ୟ ଜିନିଷ ଅଛି , ଯାହାକୁ କେବେ…

୨୬ ତାରିଖ ରେ ବାତ୍ୟା

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଅବପାତରେ ପରିଣତ…

ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ, ଉତ୍ତରାଧିକାରୀଙ୍କ ନାଁ ଘୋଷଣା କରିପାରନ୍ତି ନବୀନ

ନୂଆପଡ଼ା ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏଥିପାଇଁ ନବୀନ ନିବାସରେ କସରତ ଚାଲିଛି। ଆସନ୍ତା ଡିସେମ୍ବର ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ। ସେହିଦିନ ନବୀନ ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।…