Browsing Tag

#odisha

ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି

ମଙ୍ଗଳବାରଠୁ ଖୋଲିବ ଧାନ ମଣ୍ଡି । ରାଜ୍ୟରେ ଆରମ୍ଭ ହେବ ଧାନକିଣା । ଗତବର୍ଷ ତୁଳନାରେ ଚଳିତ ବର୍ଷ ଅଧିକ ଧାନ କିଣା ପାଇଁ ଟାର୍ଗେଟ ରଖିଛନ୍ତି ରାଜ୍ୟ ସରକାର । ଚାଷୀଙ୍କ ପାଇଁ ମଣ୍ଡି ଗୁଡ଼ିକରେ ଏଥର ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଛନ୍ତି ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ।…

ଏହି ସବୁ ଖାଦ୍ୟ ପିଲାଙ୍କ ପାଇଁ ହାନିକାରକ

ପିଲାଙ୍କ ଖାଦ୍ୟପେୟ ଉପରେ ନିର୍ଭର କରିଥାଏ ସେମାନଙ୍କର ସ୍ୱାସ୍ଥ୍ୟ। ଅଧିକାଂଶ ବାପାମାଆ ପିଲାଙ୍କ ପେଟ ଭରିବା ପାଇଁ ସ୍ୱାସ୍ଥ୍ୟକର କିମ୍ୱା ଅସ୍ୱାସ୍ଥ୍ୟକର କିଛି ମଧ୍ୟ ଖୁଆଇ ଦିଅନ୍ତି। ଏହାସହ କିଛି ପିଲା ଜଙ୍କ ଫୁଡ୍ ଖାଇବାକୁ ଜିଦି କରନ୍ତି। ଏମିତି କିଛି ଖାଦ୍ୟ ଜିନିଷ ଅଛି , ଯାହାକୁ କେବେ…

୨୬ ତାରିଖ ରେ ବାତ୍ୟା

ବଙ୍ଗୋପସାଗରରେ ବାତ୍ୟା ସମ୍ଭାବନା । ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ଲଘୁଚାପ । ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଆଡ଼କୁ ଗତି କରି ଆଜି ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଅବପାତରେ ପରିଣତ…

ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ, ଉତ୍ତରାଧିକାରୀଙ୍କ ନାଁ ଘୋଷଣା କରିପାରନ୍ତି ନବୀନ

ନୂଆପଡ଼ା ଉପନିର୍ବାଚନରେ ଶୋଚନୀୟ ପରାଜୟ ପରେ ବିଜେଡିର ନେତୃତ୍ବ କିଏ ନେବ ସେନେଇ ଚର୍ଚ୍ଚା ଆରମ୍ଭ ହୋଇଯାଇଛି। ଏଥିପାଇଁ ନବୀନ ନିବାସରେ କସରତ ଚାଲିଛି। ଆସନ୍ତା ଡିସେମ୍ବର ୨୬ରେ ବିଜେଡିର ପ୍ରତିଷ୍ଠା ଦିବସ। ସେହିଦିନ ନବୀନ ଉତ୍ତରାଧିକାରୀ ଘୋଷଣା କରିପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିଛି।…

ଘନ କୁହୁଡ଼ି ବଳୟରେ ବ୍ଲାକ ପାଗୋଡ଼ା, ପର୍ଯଟକମାନେ ସେଲ୍ଫି ନେଇ ମଜା ନେଉଛନ୍ତି

ଶୀତୁଆ ସକାଳରେ ଘନ କୁହୁଡ଼ି । ମୁହଁକୁ ମୁହଁ ଦିଶୁନି । ଘନ କୁହୁଡ଼ି ବଳୟରେ ହଜିଗଲା ବ୍ଲାକ ପାଗୋଡ଼ା ବା ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର । ଆଜି ସକାଳୁ ସକାଳୁ ପର୍ଯଟକ ମାନେ ସ୍ୱଳ୍ପ ସଂଖ୍ୟକ ଆସି କୁହୁଡ଼ିର ମଜା ନେଉଥିବା ଦେଖିବାକୁ ମିଳିଥିଲା । ଘନ କୁହୁଡି ବଳୟ ମଧ୍ୟରେ…

ଆଜିର ରାଶିଫଳ

ମେଷ: କୌଣସି ମନୋରଂଜନ କାର୍ଯ୍ୟକ୍ରମରେ ଯୋଗ ଦେବେ। ଅନ୍ୟମାନଙ୍କର ଉତ୍ସାହିତ ଦେଖି ଆପଣ ପ୍ରଭାବିତ ହେବେ। ବ୍ୟବସାୟୀଙ୍କୁ ବିଶେଷ ସଫଳତା ହାସଲ ହେବ। ‌ ବୃଷ: ପୂର୍ବ କଥାକୁ ନେଇ ମାନସିକ ଅଶାନ୍ତିରେ ରହିପାରନ୍ତି। ଆପଣଙ୍କ କାମରେ ଅନ୍ୟମାନଙ୍କର ସାହାଯ୍ୟ ପାଇବେ। ଆୟ ବ୍ୟୟର…

ଶ୍ରମ କୋଡ୍‌କୁ ନିନ୍ଦା, ବୁଧବାର ଦେଶବ୍ୟାପୀ ପ୍ରତିବାଦ ପାଇଁ ଯୋଜନା

କେନ୍ଦ୍ର ସରକାରଙ୍କ ପକ୍ଷରୁ ଗତକାଲି ଲାଗୁ କରାଯାଇଥିବା ୪ଟି ଶ୍ରମ କୋଡ୍‌କୁ ୧୦ଟି ପ୍ରମୁଖ ଶ୍ରମିକ ସଂଗଠନ ନିନ୍ଦା କରିଛନ୍ତି। ଶ୍ରମ କୋଡ୍‌ରେ ପରିବର୍ତ୍ତନକୁ ସେମାନେ ଶ୍ରମିକମାନଙ୍କ ପାଇଁ ଏକ ପ୍ରବଞ୍ଚାନତ୍ମକ ଠକେଇ ବୋଲି କହିଛନ୍ତି। ବିରୋଧୀଦଳଗୁଡ଼ିକ ସହ ଜଡ଼ିତ ଶ୍ରମିକ ସଂଗଠନଗୁଡ଼ିକ…

ଆତଙ୍କବାଦ ବିରୋଧରେ ସାରା ବିଶ୍ୱ ଏକାଠି ହେବା ଦରକାର – ମୋଦୀ

ଶନିବାର ଦକ୍ଷିଣ ଆଫ୍ରିକାର ଜୋହାନ୍ସବର୍ଗରେ ଆୟୋଜିତ ଜି-୨୦ ସମ୍ମିଳନୀରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଏଥିରେ ସେ ଆତଙ୍କବାଦ ଉପରେ ଭାରତର ଆଭିମୁଖ୍ୟକୁ ସ୍ପଷ୍ଟ କରିଛନ୍ତି । ଆତଙ୍କବାଦ ବିରୋଧରେ ସାରା ବିଶ୍ୱ ଏକାଠି ହେବା ଦରକାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ…

ବଢୁଛି ବାତ୍ୟା ଭୟ

ବଢୁଛି ବାତ୍ୟା ଭୟ । ଲଘୁଚାପରେ ପରିଣତ ହେଲା ଘୂର୍ଣ୍ଣିବଳୟ  । ୨୬ରେ ନେଇପାରେ ବାତ୍ୟାର ରୂପ ମାଲାକ୍କା ଓ ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ନେଇଛି ଲଘୁଚାପର ରୂପ । ଏହା ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରି ୨୪ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଅବପାତରେ…

ଆସନ୍ତୁ ବୁଲି ଯିବା ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା କାଲିଗାଡୁ ହିଲଟପ

କରୋନା କାଳରେ କନ୍ଧମାଳ ଜିଲ୍ଲା ଘୁମୁସର ଉଦୟଗିରି ଲୁକ୍କାୟିତ ଅବସ୍ଥାରେ ଥିବା ପ୍ରାକୃତିକ ପର୍ଯ୍ୟଟନ ସ୍ଥଳକୁ ସ୍ଥାନୀୟ ଅଞ୍ଚଳର ଯୁବ ଗୋଷ୍ଠୀ ବାହାର କରିବା ସହ ସୋସିଆଲ ମିଡ଼ିଆରେ ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟର ଫୋଟ ଭିଡିଓ ଛାଡ଼ି ପ୍ରକୃତି ପ୍ରେମୀଙ୍କୁ ଆକୃଷ୍ଟ କରିପାରିଛନ୍ତି। ଏହି ଭଳି…