ନିଟ୍ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବଡ ବୈଠକ
ଲୋକସେବା ଭବନରେ ବଡ଼ ବୈଠକ । ନିଟ୍ ପରୀକ୍ଷାକୁ ଶୃଙ୍ଖଳିତ କରିବା ପାଇଁ ଲୋକସେବା ଭବନରେ ବଡ ବୈଠକ । ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ବିଭିନ୍ନ ବିଭାଗର ସଚିବ ଉପସ୍ଥିତ ରହିଛନ୍ତି ।
ତେବେ ଏହି ବୈଠକରେ ଜିଲ୍ଲାପାଳଙ୍କ ସହ ଆଲୋଚନା କଲେ ଗୃହ ବିଭାଗର ଅତିରିକ୍ତ ମୁଖ୍ୟ…