ଡିଜିଟାଲ ମୁଦ୍ରା କ୍ରିପ୍ଟୋକରେନ୍ସି ଗ୍ରହଣୀୟତାରେ ଭାରତ ଶୀର୍ଷ ସ୍ଥାନ ହାସଲ କରିଛି
ଡିଜିଟାଲ ମୁଦ୍ରା କ୍ରିପ୍ଟୋକରେନ୍ସି ଗ୍ରହଣୀୟତାରେ ଭାରତ ଶୀର୍ଷ ସ୍ଥାନ ହାସଲ କରିଛି। ଏହା ପଛକୁ ଆମେରିକା ଦ୍ବିତୀୟ ସ୍ଥାନରେ ରହିଛି। ଷଷ୍ଠ ବାର୍ଷିକ ଚେନ୍ଆନାଲିସିସ୍ ବିଶ୍ବସ୍ତରୀୟ କ୍ରିପ୍ଟୋ ଗ୍ରହଣୀୟତା ସୂଚୀରୁ ଏହା ଜଣାପଡ଼ିଛି। ଏସଆ ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ କ୍ରିପ୍ଟୋକୁ…