ପରଲୋକରେ ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ନିର୍ଦ୍ଦେଶକ ଗୋପାଳ ଯୋଗେଶଙ୍କର
ଓଡ଼ିଆ ଚଳଚ୍ଚିତ୍ରଜଗତର ଜଣାଶୁଣା ନିର୍ଦ୍ଦେଶକ ଗୋପାଳ ଯୋଗେଶଙ୍କର ପରଲୋକ ଘଟିଛି । ରାଜସ୍ଥାନର ବିକାନୀରରେ ଥିବା ନିଜ ପୈତୃକ ବାସଭବନରେ ସେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି । ସେ ଓଡ଼ିଆ ଚଳଚ୍ଚିତ୍ର ପତି ପରମେଶ୍ୱର, ଷୋଳ ଶୁକ୍ରବାର, ପ୍ରେମ ବନ୍ଧନ ଓ ଭାଗ୍ୟଚକ୍ର ତଥା ଦୁଇଟି ହିନ୍ଦୀ…