ନୂଆପଡ଼ାରେ ଜାରି ରହିଛି ଭୋଟ ଗଣତି : ତୃତୀୟ ରାଉଣ୍ଡରେ ବିଜେପି ଆଗରେ , ପଛରେ କଂଗ୍ରେସ ଓ ବିଜେଡ଼ି
ନୂଆପଡ଼ାରେ ଜାରି ରହିଛି ଭୋଟ ଗଣତି ପ୍ରକ୍ରିୟା ମୋଟ ୨୬ ରାଉଣ୍ଡ ମଧ୍ୟରୁ ଶେଷ ହୋଇ ସାରିଛି ପ୍ରଥମ ୩ ରାଉଣ୍ଡ ଭୋଟ ଗଣତି । ତୃତୀୟ ରାଉଣ୍ଡ ସୁଦ୍ଧା ଲଗାତାର ବିଜେପିର ପ୍ରାର୍ଥୀ ଜୟ ଢୋଲକିଆ ଲିଡ୍ କରିବାରେ ଲାଗିଛନ୍ତି । ତୃତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କୁ ୧୪…