ବିଭିନ୍ନ ସ୍ୱାସ୍ଥ୍ୟ ସମସ୍ୟାର ମୁକାବିଲା କରିବାରେ ସାହାଯ୍ୟ କରିଥାଏ ଡ଼ାଳିମ୍ବ
ଡାଳିମ୍ବ ଯେତିକି ସ୍ବାଦିଷ୍ଟ ସୁସ୍ଥ ଶରୀର ପାଇଁ ସେତିକି ଫଳପ୍ରଦ ହୋଇଥାଏ । ସାଧାରଣତଃ ଆମେ ଡାଳିମ୍ବର ଉପକାରିତା ସମ୍ପର୍କରେ ଅଳ୍ପ ବହୁତେ ଜାଣିଥାଉ । ଡାଳିମ୍ବରେ ଅନେକ ଲାଭକାରୀ ଗୁଣ ରହିଛି । ଏହାର ମିଠା ସ୍ୱାଦ ସହ ଏହା ଆମ ଶରୀରକୁ ପୋଷକତା ଯୋଗାଇଥାଏ । ଡାଳିମ୍ବ ପ୍ରାୟତଃ ରକ୍ତ…