ସରକାରୀ ଯୋଜନାରେ ପ୍ରଦର୍ଶନ ବଢ଼ାଇବା ଉପରେ ଧ୍ୟାନ ଦେବେୁ ଘରୋଇ ବ୍ୟାଙ୍କ
ସରକାରୀ ଜନକଲ୍ୟାଣକାରୀ ଯୋଜନାରେ ନୈରାଶ୍ୟଜନକ ପ୍ରଦର୍ଶନ କରି ରାଜ୍ୟ ସରକାରଙ୍କ ପ୍ୟାନେଲ୍ରୁ ହଟିବା ଭଳି କାର୍ଯ୍ୟାନୁଷ୍ଠାନ ସାମ୍ନା କରିବା ପରେ ତିନି ଘରୋଇ ବ୍ୟାଙ୍କ ଆସିଆଇସିଆଇ, ଆକ୍ସିସ୍ ଓ ଏଚ୍ଡିଏଫ୍ସି ବ୍ୟାଙ୍କ ଚେତିଛନ୍ତି। ବ୍ୟାଙ୍କଗୁଡ଼ିକର ବରିଷ୍ଠ ଅଧିକାରୀମାନେ ଆସି…