ଜୁଲାଇ ୧୪ ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆସନ୍ତା ୧୪ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି । ୧୪ରେ ଭୁବନେଶ୍ୱର ଏମ୍ସ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବେ ଏବଂ ୧୫ରେ କଟକରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବାର କାର୍ଯ୍ୟକ୍ରମ ରହିଛି । କଟକ ରେଭେନ୍ସା…