ବିହାରରେ ଆଜି ୫,୨୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି ମୋଦୀ
ବିହାରର ସିୱାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୫,୨୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ମୋଦୀ ଆଜି ସିୱାନରେ ଜନସାଧାରଣଙ୍କୁ ଉଦ୍ବୋଧନ ଦେଇଛନ୍ତି ଏବଂ ଏକ ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନ୍ର ଶୁଭାରମ୍ଭ କରିଛନ୍ତି।…