ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେଉଛି । ୧୮ଟି ଜିଲାରେ ୧୨୧ଟି ଆସନରେ ଭୋଟ ଗ୍ରହଣ କରାଯାଉଛି । ୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର । ଆଜି ସକାଳ ୭ଟାରୁ ଭୋଟିଂ ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ମତଦାନ ପାଇଁ…