Browsing Tag

#odisha

୨୦୨୨ରେ ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସରେ ଥାଆନ୍ତେ, ତେବେ ୟୁକ୍ରେନରେ ଯୁଦ୍ଧ କେବେବି ଘଟିନଥାଆନ୍ତା – ପୁଟିନ

ଶୁକ୍ରବାର ଆମେରିକାର ଆଲାସ୍କାରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପରସ୍ପରକୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ପ୍ରାୟ ୩ ଘଣ୍ଟା ଧରି ଆଲୋଚନା ହୋଇଥିଲା | ଏହି ବୈଠକ ପରେ ପୁଟିନ କହିଥିଲେ ଯେ ଯଦି ୨୦୨୨ରେ ଡୋନାଲ୍ଡ ଟ୍ରମ୍ପ ହ୍ୱାଇଟ୍ ହାଉସରେ…

ଆଜିର ରାଶିଫଳ

କର୍ମଫଳ ଦାତା ଶନି ଦେବ ନିଜର ନକ୍ଷତ୍ର ପରିବର୍ତ୍ତନ କରି ଥାନ୍ତି । ଏହାର ପ୍ରଭାବ ସମସ୍ତ ରାଶି ବ୍ୟକ୍ତି ବିଶେଷଙ୍କ ଉପରେ ପଡିଥାଏ । ଶନି ଦେବ ୩ ଅକ୍ଟୋବର ୨୦୨୫ରେ ରାତି ୯ଟା ୪୯ ମିନିଟ୍‌ରେ ପୂର୍ବ ଭାଦ୍ରପଦ ନକ୍ଷତ୍ରରେ ଚଳନ କରିବେ । ଜାଣନ୍ତୁ କେଉଁ କେଉଁ ରାଶିଙ୍କ ଭାଗ୍ୟ ବଦଳିବ..…

ଆଜି ପବିତ୍ର ଜନ୍ମାଷ୍ଟମୀ,ମଧ୍ୟରାତ୍ରିରେ ଶ୍ରୀକୃଷ୍ଣ ଜନ୍ମନୀତି ସମ୍ପନ୍ନ ହେବ

ଆଜି ପବିତ୍ର ଜନ୍ମାଷ୍ଟମୀ । ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ନତିଥି । ଚାରିଆଡ଼େ ଭକ୍ତିମୟ ପରିବଶ । ଏହି ତିଥିକୁ ସାରା ଦେଶରେ ଭକ୍ତିର ଓ ଉତ୍ସାହ ଉଦ୍ଦୀପନାର ସହ ପାଳନ କରାଯାଉଛି । ବିଭିନ୍ନ କୃଷ୍ଣ ମନ୍ଦିରରେ ଆୟୋଜନ କରାଯାଇଛି ଭବ୍ୟ ଉତ୍ସବ। ମଥୁରାର ଶ୍ରୀକୃଷ୍ଣ ଜନ୍ମଭୂମି ମନ୍ଦିରକୁ ଆକର୍ଷଣୀୟ…

ଆଜିଠୁ ବାର୍ଷିକ ଫାସ୍‌ଟ୍ୟାଗ୍‌

ଆଜିଠୁ ଫାସଟ୍ୟାଗ୍‌ର ବଦଳିଲା ନିୟମ । ଏଣିକି ନିଇତି ଲାଇନ୍‌ରେ ଛିଡ଼ା ହୋଇ ଆଉ ଗାଡିର ଫାସ୍‌ଟ୍ୟାଗ୍‌ କାଟିବାକୁ ପଡ଼ିବନି । କାରଣ ଆଜିଠୁ ବାର୍ଷିକ ଫାସ୍‌ଟ୍ୟାଗ୍‌ କରିପାରିବେ ଆପଣ । ଅର୍ଥାତ୍‌ ବର୍ଷକ ପାଇଁ ଫାସ୍‌ଟ୍ୟାଗ୍‌ କଲେ ଆପଣଙ୍କୁ ଅନେକ ଲାଭ ମିଳିବ । ଅଗଷ୍ଟ ୧୫ରୁ ଏହି ନୂଆ ନିୟମ ପୂରା…

ବିଜେପି ଶାସନକୁ ଆସିବା ପରେ ମେଟ୍ରୋ ପ୍ରକଳ୍ପ ଅନିଶ୍ଚିତତା ଭିତରେ ରହିଯାଇଛି – ଲେନିନ ମହାନ୍ତି

ପୂର୍ବତନ ସରକାରଙ୍କ ଏକ ବୃହତ୍‌ ପରିକଳ୍ପନା ‘ଭୁବନେଶ୍ବର ମେଟ୍ରୋ ଟ୍ରେନ୍‌’ ପ୍ରକଳ୍ପ ବିଳମ୍ବ ହେଉଛି। ରାଜ୍ୟରେ ସରକାର ବଦଳିବା ପରେ ମେଟ୍ରୋ ଟ୍ରେନ୍‌ ପ୍ରକଳ୍ପ ଏକ ପ୍ରକାରର ଅନିଶ୍ଚିତତା ଭିତରକୁ ଠେଲି ହୋଇଯାଇଛି ବୋଲି ବିରୋଧୀ ଦଳଗୁଡ଼ିକ ପ୍ରତିକ୍ରିୟା ରଖୁଛନ୍ତି।  ଭୁବନେଶ୍ବର…

ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗିରହିବ

ଉତ୍ତର-ପଶ୍ଚିମ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ସଂଲଗ୍ନ ଅଞ୍ଚଳ ଉପରେ ଲଘୁଚାପ ସକ୍ରିୟ ରହିଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉପରେ ଦକ୍ଷିଣ ଆଡ଼କୁ ଢଳି ରହିଛି। ଶୁକ୍ରବାର ଏହା ଦକ୍ଷିଣ…

ଓଡ଼ିଶା ହେବ ଫାର୍ମା ହବ – ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଓଡ଼ିଶାକୁ ଭାରତର ଫାର୍ମାସିଉଟିକାଲ ରାଜଧାନୀ ଭାବେ ପ୍ରତିଷ୍ଠା କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଏକ ହାଇ-ପ୍ରୋଫାଇଲ ଫାର୍ମା କନକ୍ଲେଭ ଆୟୋଜନ କରିବାକୁ ଯୋଜନା କରୁଛନ୍ତି। ଏହି କନକ୍ଲେଭରେ ଜାତୀୟ ଓ ଆନ୍ତର୍ଜାତୀୟ ଔଷଧ ନିର୍ମାତା ସଂସ୍ଥାମାନେ ଅଂଶଗ୍ରହଣ କରିବେ। ୭୯ତମ ସ୍ବାଧୀନତା ଦିବସ…

ଭାରତର ମହାନ ଦ୍ରୁତ ବୋଲର ଜାହିର ଖାନ ଏଲ୍‌ଏସ୍‌ଜି ଛାଡ଼ିବା ନେଇ ଚର୍ଚ୍ଚା

ଭାରତର ମହାନ ଦ୍ରୁତ ବୋଲର ଜାହିର ଖାନ ଲକ୍ଷ୍ନୌ ସୁପର ଜାଏଣ୍ଟ୍‌ସ (ଏଲ୍‌ଏସ୍‌ଜି) ଛାଡ଼ିବା ନେଇ ଚର୍ଚ୍ଚା ଚାଲିଛି। ତାଙ୍କ ବଦଳରେ  ଏଲ୍‌ଏସ୍‌ଜି ଦଳ ଲାଗି ନୂଆ ପରାମର୍ଶଦାତା ନିଯୁକ୍ତି ‌କରିବା ଯୋଜାନରେ ଥିବା ସୂଚନା ମିଳୁଛି। ଏଲ୍‌ଏସ୍‌ଜି ଗତ ସଂସ୍କରଣରେ ୧୪ ମ୍ୟାଚ୍‌ ଖେଳି ୬ ବିଜୟ ସହ…

ଶୋଲେ’ ଫିଲ୍ମକୁ 50 ବର୍ଷ

ଶୋଲେ' ଚଳଚ୍ଚିତ୍ରଟି ମୁକ୍ତିଲାଭ କରିବାର ୫୦ ବର୍ଷ ପୂରଣ କରିଛି । ଏହି ଚଳଚ୍ଚିତ୍ରଟି ସ୍ୱାଧୀନତା ଦିବସ, ୧୫ ଅଗଷ୍ଟ ୧୯୭୫ରେ ମୁକ୍ତିଲାଭ କରିଥିଲା । ରମେଶ ସିପ୍ପିଙ୍କ ନିର୍ଦ୍ଦେଶିତ ଏହି ଚଳଚ୍ଚିତ୍ରରେ ଅମିତାଭ ବଚ୍ଚନ, ଧର୍ମେନ୍ଦ୍ର, ହେମା ମାଳିନୀ, ଜୟା ବଚ୍ଚନ, ସଞ୍ଜୀବ କୁମାର ଏବଂ ଅମଜଦ…

ଭାରତ ଉପରେ ଶୁଳ୍କ ବଢାଇବାକୁ ଧମକ ଦେଲା ଆମେରିକା

ଭାରତ ଉପରେ ଦୁଇଟି ପର୍ଯ୍ୟାୟରେ ୫୦ ପ୍ରତିଶତ ଶୁଳ୍କ ଲଗାଇଥିବା ଆମେରିକା ଆହୁରି ଶୁଳ୍କ ଲଗାଇବାକୁ ଧମକ ଦେଇଛି। ଆମେରିକାର ଟ୍ରେଜେରି ସଚିବ ସ୍କଟ୍ ବେସେଣ୍ଟ କହିଛନ୍ତି ଯେ ଆଲାସ୍କାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ରୁଷ୍‌ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍‌ଙ୍କ ମଧ୍ୟରେ ଆଲୋଚନା…