ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରରେ ପ୍ରଥମ ଭାରତୀୟ ଗଭର୍ଣ୍ଣର ଜେନେରାଲ ଚକ୍ରବର୍ତ୍ତି ରାଜଗୋପାଲଚାରୀଙ୍କ…
ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରରେ ପ୍ରଥମ ଭାରତୀୟ ଗଭର୍ଣ୍ଣର ଜେନେରାଲ ଚକ୍ରବର୍ତ୍ତି ରାଜଗୋପାଲଚାରୀଙ୍କ ପ୍ରତିମା ଅନାବରଣ କରିଛନ୍ତି। ଏନେଇ ରାଷ୍ଟ୍ରପତିଙ୍କ ଅଧିକାରୀକ ସୋସିଆଲ ମିଡିଆ ପ୍ଲାଟଫର୍ମ ଏକ୍ସ ରେ ଏକ ପୋଷ୍ଟ କରାଯାଇଛି। ଏଥିରେ…