ଷ୍ଟ୍ରିଟ୍ ଫେଷ୍ଟିଭାଲରେ ଗୁଳିକାଣ୍ଡ, ୨ ମୃତ ୪ ଆହତ
କାନାଡର ଟୋରଣ୍ଟୋରେ ଏକ ଷ୍ଟ୍ରିଟ୍ ଫେଷ୍ଟିଭାଲ ସମୟରେ ଗୁଳିକାଣ୍ଡ ଘଟଣା ଘଟିଥିବା ସୂଚନା ମିଳୁଛି । ଏହି ଗୁଳିକାଣ୍ଡ ଘଟଣାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪ ଜଣ ଆହତ ହୋଇଛନ୍ତି । ଯାହା ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳାଇଦେଇଛି । ସୂଚନା ପାଇ ପୋଲିସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲା ।…