Browsing Tag

#odisha

ଆଗାମୀ ୨ ଦିନ ଯାଏ ବର୍ଷା

‘ମୋନ୍ଥା’ ପ୍ରଭାବରେ ଅଧିକାଂଶ ସ୍ଥାନରେ ବର୍ଷା ହୋଇଛି। ୩୧ଟି ସ୍ଥାନରେ ପ୍ରବଳ, ୨ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ଆଗାମୀ ୨ ଦିନ ଯାଏ କିଛି ଜିଲାରେ ବର୍ଷା ହେବ। ୨ ଦିନ ପରେ ବର୍ଷା ସମ୍ପୂର୍ଣ୍ଣ କମିଯିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା…

ଭାରତ ଏବଂ ଅଷ୍ଟ୍ରେଲିଆ ଟି-୨୦ ସିରିଜ ଆରମ୍ଭ , ଟସ୍ ଜିତି ଅଷ୍ଟ୍ରେଲିଆର ବୋଲିଂ ନିଷ୍ପତ୍ତି

ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ୍ କାନବେରାରେ ଖେଳାଯାଉଛି। ଅଷ୍ଟ୍ରେଲିଆ ଅଧିନାୟକ ମାର୍ଶ ଟସ୍ ଜିତି ବୋଲିଂ କରିବାର ନିଷ୍ପତ୍ତି ନେଇଛନ୍ତି।ପ୍ରଥମ ବ୍ୟାଟିଂ କରି ଭାରତକୁ ପ୍ରଥମ ଝଟକା ଲାଗିଛି। ଅଭିଷେକ ଶର୍ମାଙ୍କ ରୂପରେ ଟିମ୍ ଇଣ୍ଡିଆ ପ୍ରଥମ…

ପ୍ରଥମ ରାଷ୍ଟ୍ରପତି ଭାବେ ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ

ପ୍ରଥମ ରାଷ୍ଟ୍ରପତି ଭାବେ ଆଜି ରାଫେଲରୁ ଉଡାଣ ଭରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁମୁଁ । ଅପରେସନ ସିନ୍ଦୂରରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିଥିବା ରାଫେଲରେ ଉଡିଛନ୍ତି ରାଷ୍ଟ୍ରପତି । ହରିୟାଣାର ଅମ୍ବାଲା ଏୟାରବେସରୁ ରାଫେଲ ଯୁଦ୍ଧବିମାନରେ ଉଡାଣ ଭରିଛନ୍ତି ରାଷ୍ଟ୍ରପତି । ଏହି…

ବାତ୍ୟା ମନ୍ଥା ପାଇଁ ଘୁଞ୍ଚିଲା ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖ

ବାତ୍ୟା ମନ୍ଥା ପାଇଁ ଯୁକ୍ତ ଦୁଇ ଫର୍ମ ପୂରଣର ତାରିଖକୁ ଘୁଞ୍ଚାଇ ଦିଆଯାଇଛି। ଅକ୍ଟୋବର ୨୮ରେ ୨୦୨୬ର ଯୁକ୍ତ ଦୁଇ ପରୀକ୍ଷା ପାଇଁ ଫର୍ମ ପୂରଣର ଶେଷ ତାରିଖ ଥିଲା। ହେଲେ ବାତ୍ୟା ମନ୍ଥା ପ୍ରଭାବ ପାଇଁ ଅନେକ କଲେଜର ଛାତ୍ରଛାତ୍ରୀମାନେ ଫର୍ମ ପୂରଣ କରିପାରିନାହାନ୍ତି। ଏ ନେଇ କଲେଜ ଗୁଡିକ ଠାରୁ…

୧୯୯୯ ମହାବାତ୍ୟାକୁ ପୂରିଲା ୨୬ ବର୍ଷ

ଓଡ଼ିଶାର ଉପକୂଳରେ ୧୯୯୯ ମସିହା ଅକ୍ଟୋବର ୨୮, ୨୯ ଓ ୩୦ ତିନି ଦିନ ଧରି ପ୍ରଳୟଙ୍କରୀ ମହାବାତ୍ୟା ଏରସମା, କୁଜଙ୍ଗ, ପାରାଦ୍ୱୀପ, ତିର୍ତ୍ତୋଲ ଓ ବାଲିକୁଦା ଅଞ୍ଚଳରେ ଯେଉଁ ମୃତ୍ୟୁର ତାଣ୍ଡବଲୀଳା ସୃଷ୍ଟି କରିଥିଲା ତାହା ଭାବିଲେ ଏବେ ବି ମନ ମଧ୍ୟରେ ଭୟ ଓ ଆଶଙ୍କା ସୃଷ୍ଟି ହୋଇଥାଏ।…

ସାମୁଦ୍ରିକ ଝଡ଼ ‘ମନ୍ଥା’ : ଓଡ଼ିଶା ପାଇଁ ଟଳିଗଲା ବିପଦ

ଓଡ଼ିଶା ପାଇଁ ଟଳିଗଲା ବିପଦ। ଏପରିକି ଆନ୍ଧ୍ରପ୍ରଦେଶରେ ମଧ୍ୟ ସାମୁଦ୍ରିକ ଝଡ଼ ‘ମନ୍ଥା’ର ସେଭଳି ଗୁରୁତର ପ୍ରଭାବ ଦେଖିବାକୁ ମିଳିନାହିଁ। ବାତ୍ୟାର ଆଖି ନଥିବାରୁ ବଙ୍ଗୋପସାଗରରେ ସୃଷ୍ଟ ‘ମନ୍ଥା’ ଶେଷରେ ତାର ଗତିପଥ ବଦଳାଇ ଆନ୍ଧ୍ରପ୍ରଦେଶର କାକିନାଡ଼ା ପରିବର୍ତ୍ତେ ଅମଲାପୁରମ୍‌ ଠାରୁ…

ଆଜିର ରାଶିଫଳ

ମେଷ: ଆପଣଙ୍କର ଧ୍ୟାନ ଧାର୍ମିକ କାର୍ଯ୍ୟରେ ରହିବ। ଆପଣ ଏଭଳି କୌଣସି ବ୍ୟକ୍ତିଙ୍କ ସହ ମିଶିବେ ତାଙ୍କ ମାଧ୍ୟମରେ ଭବିଷ୍ୟତରେ ଲାଭ ପାଇବେ। ଡ଼ାକ୍ତରଙ୍କର ସମାଜରେ ନାମ ଉଚ୍ଚା ରହିବ। ‌ ବୃଷ: ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ନହେଲେ ଆସୁଥିବା ସୁଯୋଗ ହାତଛଡ଼ା କରି…

ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହେବ

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆଜି ସନ୍ଧ୍ୟା ପ୍ରାୟ ୭ଟାରେ ଆରମ୍ଭ ହୋଇଯାଇଛି। ରିପୋର୍ଟ ଲେଖାଯିବା ବେଳକୁ ମଧ୍ୟମରୁ ଅତି ପ୍ରବଳ ବର୍ଷା ଜାରି ରହିଛି। କେତେବେଳେ ବର୍ଷାର ପରିମାଣ ବଢୁଛି ତ ଆଉ କେତେବେଳେ ସାମାନ୍ୟ କମି ଯାଉଛି।…

ସଲମାନଙ୍କୁ ଆତଙ୍କବାଦୀ ନଜର ତାଲିକା ରେ ରଖିଛି ପାକିସ୍ତାନ

ବଲିଉଡ୍‌ର ତିନି ଅଭିନେତା ଶାହରୁଖ, ସଲମାନ ଓ ଅମିର ଖାନ୍‌ଙ୍କର ପାକିସ୍ତାନରେ ଯଥେଷ୍ଟ ଲୋକପ୍ରିୟତା ଥିବାବେ​ଳେ ସଂଖ୍ୟାଧିକ ପ୍ରଶଂସକ ମଧ୍ୟ ରହିଛନ୍ତି। ତେବେ ନିକଟରେ ସାଉଦି ଆରବରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେବା ଅବସରରେ ସଲମାନଙ୍କ ବୟାନ ତାଙ୍କୁ ଅଡୁଆ ସ୍ଥିତିରେ ପକାଇଛି। ଉତ୍ସବରେ…

୮ମ ବେତନ କମିଶନକୁ ଅନୁମୋଦନ

୧ କୋଟିରୁ ଅଧିକ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ଅଛି। କେନ୍ଦ୍ର ସରକାର ମଙ୍ଗଳବାର ଦିନ ଅଷ୍ଟମ ବେତନ କମିଶନ ଗଠନକୁ ଆନୁଷ୍ଠାନିକ ଭାବରେ ଅନୁମୋଦନ କରିଛନ୍ତି। କମିଶନ ଆଗାମୀ ୧୮ ମାସ ମଧ୍ୟରେ ସରକାରଙ୍କୁ ତାଙ୍କର ସୁପାରିଶ ଦାଖଲ କରିବେ, ଯାହା…