ରାଜ୍ୟରେ ବଢ଼ୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି OPTCL କର୍ମଚାରୀଙ୍କ ଛୁଟି ବାତିଲ
ରାଜ୍ୟରେ ବଢ଼ୁଥିବା ବିଦ୍ୟୁତ ଚାହିଦା ଓ ଜରୁରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିମିଟେଡ୍ (OPTCL) କଡ଼ା ପଦକ୍ଷେପ ଗ୍ରହଣ କରିଛି । ସଂସ୍ଥା ପକ୍ଷରୁ ଜାରି ହୋଇଥିବା ଏକ ସର୍କୁଲାର ଅନୁସାରେ, ପରବର୍ତ୍ତୀ ନିର୍ଦ୍ଦେଶ ଆସିବା ପର୍ଯ୍ୟନ୍ତ କୌଣସି…