ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛି ବିଜେପି , ଦିନକରେ ତିିନି ସ୍ଥାନରେ ଅମିତ ଶାହଙ୍କ…
ସବୁ ଦଳ ଓ ମେଣ୍ଟଙ୍କ ଜୋରଦାର କସରତ୍ । ବିହାରରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ସମସ୍ତେ ଚେଷ୍ଟା ଚଳାଇଛନ୍ତି । ଏନଡିଏ ଓ ମହାଗଠବନ୍ଧନ ମଧ୍ୟରେ ପ୍ରଚାରର ମହାଭାରତ ଯୁଦ୍ଧ ଲାଗିଯାଇଛି । ବରିଷ୍ଠ ବିଜେପି ନେତା ତଥା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଆଜି ଖଗଡ଼ିଆ, ମୁଙ୍ଗେର ଓ ନାଳନ୍ଦାରେ…