ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ନୀଳଗିରିରୁ ଗିରଫ
ଯୁବତୀଙ୍କୁ ଦୁଷ୍କର୍ମ ଅଭିଯୋଗ ଘଟଣାରେ ଫେରାର ଥିବା ବିଜେଡି କର୍ପୋରେଟର ଅମରେଶ ଜେନା ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରୁ ଗିରଫ ହେବା ଘଟଣା ଅଞ୍ଚଳରେ ହଟଚମଟ ସୃଷ୍ଟି କରିଛି। ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ବାରମ୍ବାର ଶାରୀରିକ ସମ୍ପର୍କ ରଖିଥିବା ଏବଂ ଦୁଷ୍କର୍ମ କରିଥିବା…