ୟୁପିଏସ୍ସି ପକ୍ଷରୁ ଭୁବନେଶ୍ୱର, କାନପୁର ଏବଂ ମିରଟରେ ତିନୋଟି ନୂତନ ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି
ସିଭିଲ୍ ସେବା (ପ୍ରାରମ୍ଭିକ) ପରୀକ୍ଷା-୨୦୨୬ ପାଇଁ ପରୀକ୍ଷା କେନ୍ଦ୍ରଗୁଡ଼ିକରେ ଭିଡ଼ କମ କରିବା ପାଇଁ କେନ୍ଦ୍ରୀୟ ଲୋକସେବା ଆୟୋଗ (ୟୁପିଏସ୍ସି) ପକ୍ଷରୁ ଭୁବନେଶ୍ୱର, କାନପୁର ଏବଂ ମିରଟରେ ତିନୋଟି ନୂତନ ପରୀକ୍ଷା କେନ୍ଦ୍ର ସ୍ଥାପନ କରାଯାଇଛି। ଏହି କେନ୍ଦ୍ରଗୁଡ଼ିକ ଯୋଡି ହେବା ସହିତ…