୧.୧ ବିଲିୟନ ଡଲାରକୁ ଅତିକ୍ରମ କରିଛି ସୁନ୍ଦର ପିଚାଇଙ୍କ ସମ୍ପତ୍ତି
ଆଲଫାବେଟ୍ ସିଇଓ ସୁନ୍ଦର ପିଚାଇ ଏକ ବଡ଼ ଆର୍ଥିକ ସଫଳତାର ଶୃଙ୍ଗକୁ ଛୁଇଁଛନ୍ତି। ଯେଉଁଠାରେ ତାଙ୍କର ମୋଟ ସମ୍ପତ୍ତି (ନେଟ୍ ୱର୍ଥ) ବ୍ଲୁମବର୍ଗ ବିଲିୟନେର୍ସ ଇଣ୍ଡେକ୍ସ ଅନୁଯାୟୀ ୧.୧ ବିଲିୟନ ଡଲାରକୁ ଅତିକ୍ରମ କରିଛି। ଏହାର ମୁଖ୍ୟ କାରଣ ଆଲଫାବେଟ୍ ଷ୍ଟକର ମୂଲ୍ୟ ବୃଦ୍ଧି ରହିଛି।
୨୦୨୩ର…