Browsing Tag

#odisha

ହୃଦରୋଗ ସହ ଲଢ଼େଇ କରୁଛି ଭାରତ

ହୃଦରୋଗ ସହ ଲଢ଼େଇ କରୁଛି ଭାରତ । ଦିନକୁ ଦିନ ହୃଦରୋଗୀଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି । କେବଳ ବୟସ୍କ ନୁହଁନ୍ତି, କମ୍ ବୟସରେ ହୃଦରୋଗର ଶିକାର ହୋଇ ଜୀବନ ହାରୁଛନ୍ତି ଯୁବପିଢ଼ି । ଆମରି ଆଖି ଆଗରେ ଅନେକ ଯୁବ ସେଲିବ୍ରିଟି ହୃଦଘାତରେ ଜୀବନ ହାରିସାରିଲେଣି । ଆଉ ଯୁବପିଢ଼ି ହୃଦରୋଗର…

ଭାରତୀୟଙ୍କୁ ଦିଅନି ନିଯୁକ୍ତି – ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକାର ଗୁଗଲ, ମାଇକ୍ରୋସଫ୍ଟ ଭଳି ବଡ ଟେକ୍ କମ୍ପାନୀମାନଙ୍କୁ ଭାରତୀୟଙ୍କ ନିଯୁକ୍ତି ରୋକିବାକୁ କହିଛନ୍ତି । ଟ୍ରମ୍ପ ଓ୍ବାଶିଂଟନ ଡିସିରେ ଆୟୋଜିତ ଏଆଇ ସମିଟରେ କହିଛନ୍ତି କି ‘ଆମେରିକାର ସବୁଠାରୁ ବଡ ଟେକ୍ କମ୍ପାନୀମାନେ ଆମ ସ୍ବାଧୀନତାର ଲାଭ…

ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲା: ର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର

ରାଜ୍ୟରେ ଓଡ଼ିଶା ପୋଲିସ ସବ୍ ଇନ୍ସିପେକ୍ଟର ନିଯୁକ୍ତି ମାମଲାରେ ଆସିଲା ବଡ଼ ଖବର । ସର୍ବାଧିକ ବୟସସୀମା ୩ ବର୍ଷ କୋହଳ କଲେ ରାଜ୍ୟ ସରକାର। ଏନେଇ ହାଇକୋର୍ଟଙ୍କୁ ଆଡଭୋକେଟ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି। କେବଳ ହାଇକୋର୍ଟଙ୍କ ଦ୍ୱାରସ୍ଥ ଆବେଦନକାରୀଙ୍କ କ୍ଷେତ୍ରରେ ଏହା ଲାଗୁ…

ମୋ ଜୀବନ ବିପଦରେ ଅଛି – ତନୁଶ୍ରୀ ଦତ୍ତ।

ପୁଣି ଥରେ ଚର୍ଚ୍ଚାରେ ରହିଛନ୍ତି ବଲିଉଡ୍‌ ଅଭିନେତ୍ରୀ ତନୁଶ୍ରୀ ଦତ୍ତ। ନିକଟରେ ସେ କାନ୍ଦି କାନ୍ଦି ଏକ ଭିଡିଓ କରି ତାହାକୁ ଇନ୍‌ଷ୍ଟାଗ୍ରାମ୍‌ରେ ପୋଷ୍ଟ୍‌ କରିଛନ୍ତି। ତାଙ୍କ କହିବାନୁସ‌ାରେ, ୨୦୧୮ ମସିହାର ମିଠୁ ପ୍ରସଙ୍ଗ ପରେ ପରେ ତାଙ୍କୁ ଖୁବ୍‌ ହଇରାଣ କରାଯାଉଛି। ତା‌ଙ୍କ ଜୀବନ ଏବେ…

ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ

ଭାରତ ଓ ବ୍ରିଟେନ ମଧ୍ୟରେ ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ। ଲଣ୍ଡନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ବ୍ରିଟିଶ ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସାକ୍ଷାତ ସମୟରେ ଗୁରୁବାର ଏହି ମୁକ୍ତ ବାଣିଜ୍ୟ ଚୁକ୍ତି ସ୍ୱାକ୍ଷରିତ ହୋଇଛି। ଚୁକ୍ତି ସ୍ୱାକ୍ଷରିତ ହେବା ପରେ, ଦୁଇ ଦେଶ ମଧ୍ୟରେ…

ଧସିଲା କୋଇଲା ଖଣି , ଚାପି ହେଲେ ୧୨ ଜଣ ଶ୍ରମିକ

ଝାଡ଼ଖଣ୍ଡର ଧାନବାଦ ଜିଲା ଅନ୍ତର୍ଗତ ଜାମୁନିଆ ଅଞ୍ଚଳରେ ଥିବା ଏକ ବେଆଇନ କୋଇଲା ଖଣିରେ ଅତଡ଼ା ଧସିବା ଫଳରେ ୧୨ ଜଣ ଶ୍ରମିକ ଚାପି ହୋଇରହିଛନ୍ତି। ୧୦ରୁ ଅଧିକ ଶ୍ରମିକଙ୍କୁ ଉଦ୍ଧାର କରାଯିବା ପରେ ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। କୋଇଲା ଅତଡ଼ା ତଳେ ଫଶି…

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି

ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି। ଲଘୁଚାପଟି ଘନୀଭୂତ ହେବା ସହ ସ୍ପଷ୍ଟ ଚିହ୍ନିତ ଲଘୁଚାପର ରୂପ ନେବାର ଆଶଙ୍କା କରାଯାଉଥିବାବେଳେ ଏହା ପଶ୍ଚିମ ଉତ୍ତରପଶ୍ଚିମ ଦିଗକୁ ଗତି କରିପାରେ। ଉତ୍ତର…

ରାଜ୍ୟରେ  ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି

ରାଜ୍ୟରେ  ୨୩ ଜିଲ୍ଲାରେ ୫୬ଟି ନୂଆ କୋର୍ଟକୁ ଅନୁମୋଦନ ମିଳିଛି। ଏଥିରୁ ମୟୁରଭଞ୍ଜ ଜିଲ୍ଲାରେ ସର୍ବାଧିକ ୧୩ଟି  ନୂଆ କୋର୍ଟ ସ୍ଥାପନ କରାଯିବ। ଏହି ଜିଲ୍ଲାର ବଡ଼ସାହି, ବାଙ୍ଗିରିପୋଷୀ, ଶୁଳିଆପଦା, ଖୁଣ୍ଟା, ଗୋପବନ୍ଧୁ ନଗର, ରାଇରଙ୍ଗପୁର କପ୍ତିପଦା, ସୁକ୍ରୁଲି, ଜାମଦା, ବିଜାତୋଳା,…

ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା , ତଳିଆ ଅଞ୍ଚଳ ଆଣ୍ଠୁଏ ପାଣି

ଦିଲ୍ଲୀରେ ଖୁବ୍‌ ଜୋର୍‌ରେ ବର୍ଷା ହେବା ପରେ ଭିନ୍ନ ଭିନ୍ନ ଅଞ୍ଚଳରେ ଜଳବନ୍ଦୀ ସ୍ଥିତି ଦେଖାଦେଇଛି । ଅନେକ ଅଞ୍ଚଳରେ ପାଣି ଭର୍ତ୍ତି ହୋଇ ରହିଥିବାରୁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ମାତ୍ର ଚଳିତ ଥର ମିଣ୍ଟୋ ବ୍ରିଜ୍‌ ଅଞ୍ଚଳରେ ବର୍ଷା ପାଣି ଜମି ନାହିଁ । ଏହାକୁ ନେଇ…

ଅଧିକ ବିଳମ୍ବ ହେବା ପୂର୍ବରୁ ମୋତେ ସାହାଯ୍ୟ କରନ୍ତୁ” ବୋଲି ଭିଡିଓରେ କାନ୍ଦି କାନ୍ଦି କହିଛନ୍ତି ତନୁଶ୍ରୀ

'ମୋତେ ମୋ ଘରେ ହଇରାଣ କରାଯାଉଛି। ବହୁତ ସହିଲିଣି। ଆଉ ହେବନି। ମୋତେ ସାହାଯ୍ୟ କରନ୍ତୁ।' କାନ୍ଦି କାନ୍ଦି ଭିଡିଓରେ ଏଭଳି କହିଛନ୍ତି ବଲିଉଡ୍ ଅଭିନେତ୍ରୀ ତନୁଶ୍ରୀ ଦତ୍ତା। ସେ ଦାବି କରିଛନ୍ତି ଯେ, ତାଙ୍କୁ ଗତ ୪-୫ ବର୍ଷ ଧରି ତାଙ୍କ ଘରେ ନିର୍ଯାତନା ଦିଆଯାଉଛି। ଏନେଇ ତାଙ୍କୁ ମଙ୍ଗଳବାର…