ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ୨ ଦିନ ସ୍କୁଲ ଛୁଟି
କନ୍ଧମାଳରେ ୨ ଦିନ ସ୍କୁଲ ଛୁଟି । ଆଜି ଓ ଆସନ୍ତାକାଲି ସରକାରୀ ଓ ବେସରକାରୀ ସ୍କୁଲ ବନ୍ଦ ରଖାଯିବାକୁ ଘୋଷଣା କରାଯାଇଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ହେଲା ଛୁଟି ଘୋଷଣା କଲେ କନ୍ଧମାଳ ଜିଲ୍ଲାପାଳ ବେଦ ଭୂଷଣ । ତେବେ ଏହି ସମୟରେ ପରୀକ୍ଷା ଓ ସ୍କୁଲର ଅନ୍ୟାନ୍ୟ କାର୍ଯ୍ୟ ଜାରି ରହିବ ।…