Browsing Tag

#odisha

“ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି

ପଶ୍ଚିମବଙ୍ଗର ପଶ୍ଚିମ ବର୍ଦ୍ଧମାନ ଜିଲ୍ଲାରେ ଜଣେ ଡାକ୍ତରୀ ଛାତ୍ରୀଙ୍କ ସହ ଗଣଦୁଷ୍କର୍ମ ଘଟଣା ରାଜନୈତିକ ବିତର୍କ ସୃଷ୍ଟି କରିଛି। ଭାରତୀୟ ଜନତା ପାର୍ଟି (ବିଜେପି) ମହିଳା ସୁରକ୍ଷାକୁ ନେଇ ମମତା ବାନାର୍ଜୀ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛି। ବିଜେପି ନେତାମାନେ କହିଛନ୍ତି ଯେ…

ହାଇସ୍କୁଲରେ ଆଖିବୁଜା ଗୁଳିମାଡ , ୪ ମୃତ 12 ଆହତ

ଆମେରିକାର ମିସିସିପିରେ ଏକ ହାଇସ୍କୁଲରେ ଆଖିବୁଜା ଗୁଳିମାଡ ମାମଲା ସାମ୍ନାକୁ ଆସିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୧୨ ଜଣ ଆହତ ହୋଇଛନ୍ତି। ୪ ଗୁରୁତରଙ୍କୁ ହେଲିକପ୍ଟରରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଘଟଣାର ଯାଞ୍ଚ ଚାଲିଥିବା ସୂଚନା ଦେଇଛନ୍ତି ସ୍ଥାନୀୟ ମେୟର ଜନ୍…

ମସ୍ତିଷ୍କ ବୃଦ୍ଧିରେ ଗୁରୁତର ଭୂମିକା ନିର୍ବାହ କରେ ଅଣ୍ଡା

ଆଜି ବିଶ୍ବ ଅଣ୍ଡା ଦିବସ। ଅଣ୍ଡାରେ ଉଚ୍ଚମାନର ପ୍ରୋଟିନ୍, ଭିଟାମିନ୍ ଫୋଲେଟ୍, ସେଲେନିୟମ୍, କୋଲାଇନ୍ ଏବଂ ଲ୍ୟୁଟିନ୍ ଭଳି ଆଣ୍ଟିଅକ୍ସିଡାଣ୍ଟ ସମେତ ବିଭିନ୍ନ ପ୍ରକାରର ଅତ୍ୟାବଶ୍ୟକୀୟ ପୁଷ୍ଟିକର ପଦାର୍ଥ ଭରପୂର୍‌ ମାତ୍ରାରେ ରହିଛି। ଯାହାଫଳରେ ଅଣ୍ଡା ଖାଇଲେ ଆମକୁ ବିଭିନ୍ନ ପ୍ରକାରର…

ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର

ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ବିଶିଷ୍ଟ କଣ୍ଠଶିଳ୍ପୀ ତଥା ସଙ୍ଗୀତକାର ଅଭିଜିତ ମଜୁମଦାର। ଭୁବନେଶ୍ଵର ଏମ୍‌ସର ଆଇସିୟୁରେ ରଖି ତାଙ୍କୁ ଚିକିତ୍ସା କରାଯାଉଛି। ସେ ଏବେ ବି କୋମାରେ ରହିଛନ୍ତି। ଶରୀରର ସ୍ନାୟବିକ ସ୍ଥିତିରେ ସୁଧାର ଆସି ନ ଥିବା ଡାକ୍ତର କହିଛନ୍ତି। ୫୪ ବର୍ଷୀୟ…

ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କୃଷି ଓ କିସାନ ସଶକ୍ତିକରଣ ବିଭାଗର ୨୬ଟି ନୂଆ ଯୋଜନାର ଶୁଭାରମ୍ଭ  କରିଛନ୍ତି  ।   ସେ ରାଜଧାନୀର ପାଣ୍ଡରାଠାରେ ଏକ ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କରିଛନ୍ତି ।  ‘ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପଦ ଯୋଜନା’ ଅଧୀନରେ ରାଜ୍ୟ ପାଇଁ ଏକ ସମନ୍ୱିତ…

ଆଜି ୮୩ ତମ ଜନ୍ମଦିନ ପାଳନ କରୁଛନ୍ତି ବିଗ ବି

ବଡ଼ ପରଦାର ସୁପରଷ୍ଟାର । କୋଟି କୋଟି ଭାରତୀୟଙ୍କ ହୃଦୟରେ ରାଜ୍ କରି ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି ବଲିଉଡ଼ରେ । ତାଙ୍କ ସ୍ମୃତିକୁ ସାଉଁଟି ଧରିଛନ୍ତି ତାଙ୍କର ପ୍ରତିଟି ଦର୍ଶକ । ଆଜି ସେମିତି ଜଣେ ନାୟକଙ୍କ ଜନ୍ମଦିନ ସେ ହେଉଛନ୍ତି ବିଗ ବି, ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନ ।ଆଜି ୮୩…

ଜୟସ୍ବାଲଙ୍କ ଦମଦାର ଶତକ ,୨ ଓ୍ବିକେଟ ହରାଇ ୩୧୮ ରନ୍ ସଂଗ୍ରହ

ଯଶସ୍ବୀ ଜୟସ୍ବାଲଙ୍କ ଆଉ ଏକ ଯଶସ୍ବୀ ପାଳି ବଳରେ ୱେଷ୍ଟ୍‌ଇଣ୍ଡିଜ୍ ବିପକ୍ଷ ଦ୍ବିତୀୟ ଟେଷ୍ଟ୍‌ରେ ବି ଭାରତ ପ୍ରାଧାନ୍ୟ ବିସ୍ତାର କରିଛି। ଜୟସ୍ବାଲଙ୍କ ସପ୍ତମ ଟେଷ୍ଟ୍ ଶତକ (୧୭୩*) ଏବଂ ସାଇ ସୁଦର୍ଶନଙ୍କ ଶ୍ରେଷ୍ଠ ଟେଷ୍ଟ୍ ପାଳି (୮୭) ସହାୟତାରେ ଭାରତ ପ୍ରଥମ ଦିନରେ ୨ ୱିକେଟ୍ ବିନିମୟରେ ୩୧୮…

ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ

ଦୁଇ ଦିନ ମଧ୍ୟରେ ଓଡ଼ିଶାରୁ ବିଦାୟ ନେବ ମୌସୁମୀ I ରାଜ୍ୟର କିଛି  ସ୍ଥାନରୁ ମୌସୁମୀ ବିଦାୟ ନେବା ପାଇଁ ପାଗ ସମ୍ପୂର୍ଣ୍ଣ  ଅନୁକୂଳ ରହିଛି । ତେବେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ମେଘୁଆ ପାଗ ସହ କିଛି ସ୍ଥାନରେ ଲାଗିରହିଛି ବର୍ଷା । ଘୂର୍ଣ୍ଣିବଳୟ ପ୍ରଭାବରେ ବଜ୍ରପାତ ଜନିତ ବର୍ଷା ହେବ ।…

ଆଜିର ରାଶିଫଳ

ମେଷ: ପ୍ରାୟ ପ୍ରତ୍ୟେକ କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ମହାକ୍ରମୋ, ମହାକର୍ମା, ମହାତେଜା, ମହୋରଗଃ, ମହାକ୍ରତୁ, ମହାଯଜ୍ଜ୍ବା, ମହାଯଞ୍ଜୋ ଓ ମହାହବିଃ ହୋଇପାରନ୍ତି। ବୃଷ: କ୍ରୋଧର ସ୍ଫୁଲିଙ୍ଗଠାରୁ ଦୂରେଇ ରହିବାକୁ ପଡ଼ିବ। ନିଜେ ନିଜ କାର୍ଯ୍ୟର ସମୀକ୍ଷା କରି…

ରାଜ୍ୟ କ୍ୟାବିନେଟ୍‌ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର

ରାଜ୍ୟ କ୍ୟାବିନେଟ୍‌ର ୨୮ତମ ବୈଠକରେ ଶୁକ୍ରବାର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ବୈଠକରେ ୧୫ଟି ପ୍ରସ୍ତାବ ଉପରେ ମୋହର ବାଜିଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ…