ଅବପାତରେ ପରିଣତ ହେଲା ଲଘୁଚାପ
ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଦୁଇ ଦିନ ଯାଏ ଅଧିକ ବର୍ଷା ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ସୂଚନା ଅନୁସାରେ ଦକ୍ଷିଣ-ପୂର୍ବ…