ଆଜି ସୁନାବେଶ , ରଥ ଉପରେ ସୁନାବେଶ ରେ ଦର୍ଶନ ଦେଉଛନ୍ତିି ଶ୍ରୀବିଗ୍ରହ
ମହଣ ମହଣ ସୁନାରେ ଛାଉଣି ହେବେ ଦାରୁବ୍ରହ୍ମ। ଆଷାଢ଼ ଶୁକ୍ଳ ଏକାଦଶୀ ତିଥିରେ ବଡ଼ତଢ଼ାଉ ତଥା ସୁନାବେଶରେ ଦର୍ଶନ ଦେବେ ଶ୍ରୀବିଗ୍ରହ। ଗୁଣ୍ଡିଚା ଲୀଳା ସାରି ବାହୁଡ଼ିବା ପରେ ମହାପ୍ରଭୁ ସିଂହଦ୍ବାରରେ ବିଶ୍ରାମ ନେଇଛନ୍ତି। ରତ୍ନବେଦିକୁ ବାହୁଡ଼ିବା ପୂର୍ବରୁ ରଥାରୂଢ଼ ହୋଇ ସୁନାବେଶରେ ଝଟକିବେ…