ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ
ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଜୋର୍ରେ ପବନ ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ୬ ତାରିଖରେ ମୟୂରଭଞ୍ଜରେ ଘଡ଼ଘଡ଼ି ସହ…