ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଆଜି କଳାବ୍ୟାଜ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ
ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣାରେ ଆଜି କଳାବ୍ୟାଜ୍ ପିନ୍ଧି ଆନ୍ଦୋଳନକୁ ଓହ୍ଲାଇଛନ୍ତି ବିଏମସି କର୍ମଚାରୀ । ବିଏମସି କାର୍ଯ୍ୟାଳୟ ସମ୍ମୁଖରେ କର୍ମଚାରୀମାନେ ଶାନ୍ତିପୂର୍ଣ୍ଣ ଭାବେ ପ୍ରତିବାଦ କରିଛନ୍ତି । କାର୍ଯ୍ୟାଳୟରେ ଷ୍ଟାଫଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ସେମାନେ ଦାବି…