ମହାକାଶରୁ ପୃଥିବୀ କିପରି ଦେଖାଯାଉଛି ତାହାର ଏକ ଫଟୋ ପଠାଇଛନ୍ତି ଶୁଭାଂଶୁ
ଭାରତୀୟ ବାୟୁସେନାର ପାଇଲଟ ଶୁଭାଂଶୁ ଶୁକ୍ଳା ମହାକାଶ ଅଭିଯାନରେ ଯାଇଛନ୍ତି। ଆମେରିକୀୟ ବାଣିଜ୍ୟିକ ମହାକାଶ କମ୍ପାନୀ ‘ଅକ୍ସିଅମ୍’ର ଅକ୍ସିଅମ୍-୪ ମହାକାଶ ଯାନରେ ଶୁଭାଂଶୁ ଅନ୍ୟ ୩ ଜଣ ମହାକାଶଚାରୀଙ୍କ ସହିତ ଅନ୍ତର୍ଜାତୀୟ ମହାକାଶ ଷ୍ଟେସନ(ଆଇଏସଏସ) ଅଭିମୁଖେ ଉଡ଼ାଣ ଭରିଛନ୍ତି। ନାସାର…