ଭାରତକୁ ୫ ଓ୍ବିକେଟରେ ହରାଇ ଇଂଲଣ୍ଠ
ହେଡିଙ୍ଗଲେ ଟେଷ୍ଟରେ ଇଂଲଣ୍ଡ ଭାରତକୁ ୫ ଓ୍ବିକେଟରେ ହରାଇ ଦେଇଛି । ଏହା ସହିତ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ୧-୦ରେ ଆଗୁଆ ହୋଇଯାଇଛି ଇଂଲଣ୍ଡ । ଏହି ମ୍ୟାଚରେ ବିଜୟ ପାଇଁ ଇଂଲଣ୍ଡ ଆଗରେ ୩୭୧ ରନର ଲକ୍ଷ୍ୟ ରଖିଥିଲା ଭାରତ । ଏହି ଲକ୍ଷ୍ୟକୁ ଇଂଲଣ୍ଡ ୫ ଓ୍ବିକେଟ ହରାଇ ହାସଲ…