ଆଜିର ରାଶିଫଳ
ମେଷ: ପ୍ରତିଶୋଧ ପରାୟଣ ମନୋବୃତ୍ତିର ହୋଇପାରନ୍ତି। ସୁରକ୍ଷା ଉପରେ ବିଶେଷ ଦୃଷ୍ଟି ଦେବାକୁ ପଡ଼ିବ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। କିଛିଟା ଅର୍ଥ ମିଳିବ।
ବୃଷ: ଜଣେ ସମାଜସେବୀଭାବେ ସମ୍ମାନିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ। ଜନସାଧାରଣଙ୍କ ସେବାରେ ବ୍ରତୀ…
Trending