ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ- ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ଖୁବ୍ ଶୀଘ୍ର ପ୍ରକାଶ ପାଇବ ଦଶମ ଓ ଯୁକ୍ତ ଦୁଇ ପରୀକ୍ଷା ଫଳ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ପରୀକ୍ଷା ପରିଚାଳନା ଠିକ୍ ଢଙ୍ଗରେ ହୋଇଥିଲା । ତ୍ରୁଟି ବିହୀନ ପରୀକ୍ଷା ପରିଚାଳନା ପରେ ଖୁବଶୀଘ୍ର ପିଲାଙ୍କ ରେଜଲ୍ଟ…