ଆସନ୍ତା ୨୦ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ୟୁଏଏସ୍ ଉପସ୍ଥାନ ଲାଗୁ ହେବ
ଆସନ୍ତା ୨୦ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶତପ୍ରତିଶତ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ୟୁନିଫାଏଡ୍ ଅଟୋମେଶନ ସିଷ୍ଟମ (ୟୁଏଏସ୍) ମଡ୍ୟୁଲ ଉପସ୍ଥାନ ଲାଗୁହେବ। ଏନେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ ମଙ୍ଗଳବାର…