Browsing Tag

#odisha

ଅନେକ ଔଷଧୀୟ ଗୁଣରେ ଭରପୂର ମସୁର ଡାଲି

ବର୍ତ୍ତମାନର ସମୟ ଏମିତି ହେଲାଣି ଯେ ଘରେ ଘରେ ରୋଗୀଙ୍କ ସଂଖ୍ୟା ବଢ଼ିଲାଣି । ଛୋଟ ଛୋଟ ସମସ୍ୟାରୁ ଆରମ୍ଭ ଏହି ରୋଗ କେବେ ଡାଏବେଟିସ୍ , ଗ୍ୟାଷ୍ଟ୍ରିକ୍ , ବ୍ଲଡ୍ ପ୍ରେସର ଭଳି ଗମ୍ଭୀର ସମସ୍ୟାର ରୂପ ନେଉଛି ତାହା ଜାଣିବା କଷ୍ଟକର । ତେବେ ପ୍ରତିଦିନର ଦିନଚର୍ଯ୍ୟାରେ କିଛି ପରିବର୍ତ୍ତନ ଆଣିଲେ…

ମେକ୍‌ ଇନ୍‌ ଇଣ୍ଡିଆ ପ୍ରଭାବରେ କମ୍ପାନିଙ୍କ ଆମଦାନି ବିଲ୍‌ କମିଛି

ଶିଳ୍ପ ଉତ୍ପାଦନ କ୍ଷେତ୍ରରେ ଭାରତ ଆତ୍ମନିର୍ଭରଶୀଳ ହେବାକୁ ଯୋଜନା ଚଳାଇଛି। ଏଥିପାଇଁ ସରକାର ମେକ୍‌ ଇନ୍‌ ଇଣ୍ଡିଆ ସ୍ଲୋଗାନ ଦେବା ସହିତ ପିଏଲ୍‌ଆଇ( ଉତ୍ପାଦନଭିତ୍ତିକ ପ୍ରୋତ୍ସାହନ ଯୋଜନା) କାର୍ଯ୍ୟକାରୀ କରିଛନ୍ତି। ଏହାଫଳରେ ଦେଶରେ ଅଟୋମୋବାଇଲ ଠାରୁ ଆରମ୍ଭ କରି ଇଲେକ୍ଟ୍ରୋନିକ୍ସ…

ବ୍ୟାଟ୍ ଛାଡ଼ି ବନ୍ଧୁକ ଧରିଲେ ଧୋନୀ , ଜାଣନ୍ତୁ କାରଣ ……

ଭାରତୀୟ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନି ପୁଣି ଚର୍ଚ୍ଚାକୁ ଫେରିଛନ୍ତି। ପଡ଼ିଆରେ ନିଜର ଚଉକା-ଛକାକୁ ନେଇ ଖବରର ଶୀର୍ଷକ ପାଲଟୁଥିବା ଧୋନି ଏବେ ବ୍ୟାଟ୍ ଛାଡ଼ି ବନ୍ଧୁକ ଧରିଛନ୍ତି! ଦେହରେ ଜର୍ସି ବଦଳରେ ରହିଛି କମାଣ୍ଡୋ ୟୁନିଫଭାରତୀୟ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନି ପୁଣି…

୨୭ ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ମୋଦୀ

ଆସନ୍ତା ୨୭ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ପ୍ରଧାନନ୍ତ୍ରୀ ଗଞ୍ଜାମରେ ଏକ ବିରାଟ ସମାବେଶକୁ ସମ୍ବୋଧିତ କରିବେ। ୨୮ରେ ଭୁବନେଶ୍ବରରେ ଲୋକସେବା ଭବନରେ ସର୍ବ ଭାରତୀୟ ମଧ୍ୟସ୍ତତା ସମ୍ମିଳନୀର ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ଥିବା ଜଣାପଡ଼ିଛି।…

ଆଜି ମୂଳାଷ୍ଟମୀ ଅବସରରେ ଆରମ୍ଭ ହୋଇଛି ଷୋଡ଼ଶ ଦିନାତ୍ମକ ପୂଜା

ଜଗଜ୍ଜନନୀଙ୍କ ଆବାହନ ପାଇଁ ଚାଲିଛି ପ୍ରସ୍ତୁତି । ଆଜି ମୂଳାଷ୍ଟମୀ ଅବସରରେ ଆରମ୍ଭ ହୋଇଛି ଷୋଡ଼ଶ ଦିନାତ୍ମକ ପୂଜା । ଏଥିପାଇଁ ଚଳଚଞ୍ଚଳ ରାଜ୍ୟର ସବୁ ଶକ୍ତି ପୀଠ । ଚଣ୍ଡୀ ପାଠ ଓ ମନ୍ତ୍ର ଉଚ୍ଚାରଣରେ କମ୍ପୁଛି। ପୁରୀର ମା’ ବିମଳା, କାକୁଡ଼ିଖାଇ, କଟକର ଗଡ଼ଚଣ୍ଡୀ, କଟକ ଚଣ୍ଡୀ, ଝଙ୍କଡ଼ର ମା’…

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଲେ ସୁଶୀଳା କାର୍କି

ନେପାଳର ଅନ୍ତରୀଣ ପ୍ରଧାନମନ୍ତ୍ରୀ ଭାବେ ରବିବାର ଦାୟିତ୍ୱ ନେଇଛନ୍ତି ସୁଶୀଳା କାର୍କି। ସେ ନେପାଳର ପ୍ରଥମ ମହିଳା ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି।ନେପାଳ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ଶୁକ୍ରବାର ଦେଶର ସଂସଦକୁ ଭଙ୍ଗ କରାଯିବା ସହ ସୁପ୍ରିମକୋର୍ଟର ପୂର୍ବତନ ପ୍ରଧାନ…

ମୁଁ ବିଷ ପିଇଦେବି , କାହିଁକି ଏପରି କହିଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର କଂଗ୍ରେସ ଉପରେ ତୀବ୍ର ଆକ୍ରମଣ କରି କହିଛନ୍ତି ଯେ, ଜନତା ହିଁ ତାଙ୍କର ଈଶ୍ୱର ଓ “ରିମୋଟ୍ କଣ୍ଟ୍ରୋଲ”। ନିଜ ଓ ତାଙ୍କ ମାତା ହୀରାବେନ ମୋଦୀଙ୍କ ବିରୋଧରେ ଅପମାନଜନକ ମନ୍ତବ୍ୟକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ସେ କହିଛନ୍ତି, “ମୁଁ ଶିବଙ୍କ ଭକ୍ତ,…

ଚିନ୍ତା ଦୂର କରେ ବ୍ରାହ୍ମୀ

ବ୍ରାହ୍ମୀ (Bacopa monnieri), ଦେଖିବାକୁ ଏକ ଛୋଟ ଉଦ୍ଭିଦ ହେଲେ ମଧ୍ୟ ଓଡ଼ିଶାର ପରିବେଶ ବ୍ୟବସ୍ଥାପନା ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହା ସାରା ଭାରତରେ ଦେଖିବାକୁ ମିଳେ। ଆର୍ଦ୍ରଭୂମି ଏବଂ ପଙ୍କୁଆ ଅଞ୍ଚଳରେ ଏହା ବଢ଼ିଥାଏ। ଏହା ନଦୀକୂଳକୁ ଦୃଢ କରେ, ମାଟି କ୍ଷୟ ରୋକେ ଓ ପୋଷକ ତତ୍ତ୍ୱ…

ଏସିଆ କପ୍‌ , ଭାରତ-ପାକିସ୍ତାନ ଭେଟାଭେଟି, ନାହିଁ ଚର୍ଚ୍ଚା ଓ ଉତ୍କଣ୍ଠା

ଭାରତ-ପାକିସ୍ତାନ ଲଢ଼େଇକୁ କ୍ରିକେଟ୍‌ପ୍ରେମୀ ଉତ୍ସାହର ସହ ପ୍ରତୀକ୍ଷା କରିଥା’ନ୍ତି। କେବଳ ଏହି ଦୁଇ ଦେଶ ନୁହେଁ, ଯେବେବି ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦ୍ବୀ ମୁହାଁମୁହିଁ ହୁଅନ୍ତି, ସାରା ବିଶ୍ବର ନଜର ଏହି ମହାମୁକାବିଲା ଉପରେ ରହିଥାଏ। ବିଶ୍ବର ଯେଉଁସ୍ଥାନରେ ଖେଳା ଯାଉଥିଲେ ମଧ୍ୟ ଏହାକୁ…

ଲୋକଙ୍କ ମନରେ ଲାନିନା ଛନକା

ଚଳିତ ବର୍ଷ ବହୁଦିନ ଧରି ମୌସୁମୀ ବର୍ଷା ଲାଗି ରହିଛି। ଇତିମଧ୍ୟରେ ବଙ୍ଗୋପସାଗରରେ ୧୫ରୁ ଊର୍ଦ୍ଧ୍ୱ ଲଘୁଚାପ କ୍ଷେତ୍ର ଓ ଘୂର୍ଣ୍ଣିବଳୟ ଆଗକୁ ପ୍ରାକୃତିକ ଦୁର୍ବିପାକର ସଙ୍କେତ ଦେଉଛି। ଏପରିସ୍ଥିତିରେ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ଓଡ଼ିଶା ସହ ପୂର୍ବ ଭାରତୀୟ ରାଜ୍ୟଗୁଡିକୁ…