Browsing Tag

#odisha

ବନ୍ୟଜନ୍ତୁ ଆକ୍ରମଣ ମୃତ୍ୟୁକାଳୀନ ସହାୟତା ରାଶି ବୃଦ୍ଧି

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ପୂର୍ବରୁ ମିଳୁଥିବା ମୃତ୍ୟୁକାଳୀନ ସହାୟତା ରାଶିକୁ ୬ ଲକ୍ଷ ଟଙ୍କାରୁ ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିଛନ୍ତି। ଜଙ୍ଗଲ ପାର୍ଶ୍ୱବର୍ତ୍ତୀ ଗ୍ରାମଗୁଡ଼ିକରେ ସାଧାରଣତଃ ବନ୍ୟଜନ୍ତୁ ଆକ୍ରମଣର ନଜିର ଅଧିକ ରହିଥାଏ। ବନ୍ୟଜନ୍ତୁ…

ଲାଞ୍ଚ ନେଇ ଜେଲ ଗଲେ ଉପଜିଲ୍ଲାପାଳ

କଳାହାଣ୍ଡି ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ଧର୍ମଗଡ ଉପଜିଲ୍ଲାପାଳ ଧୀମାନ ଚକମାଙ୍କୁ ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ଗତକାଲି ଜଣେ କ୍ରସର୍ ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ସେ ଭିଜିଲାନ୍ସ ହାତରେ…

ରାଜ୍ୟରେ କରୋନା ସଂକ୍ରମିତ ଙ୍କ ସଂଖ୍ୟା ୫୬କୁ ବୃଦ୍ଧି

ରାଜ୍ୟରେ ସୋମବାର ଆଉ ୭ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଜନସ୍ଵାସ୍ଥ୍ୟ ନିର୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏ ନେଇ ସୂଚନା ଦେଇଛନ୍ତି।ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ ରହିଛି।…

କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ

ଆଜି ସକାଳେ କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ଏମଭି ୱାନ ହେ ୫୦୩ ରେ ଏକ ବଡ଼ ବିସ୍ଫୋରଣ ଘଟିଥିବା ସୂଚନା ମିଳିଛି। ମୁମ୍ବାଇ ସ୍ଥିତ ମେରାଇନ୍ ଅପରେସନ୍ସ ସେଣ୍ଟର (MOC) ପକ୍ଷରୁ ମିଳିଥିବା ସୂଚନା ମୁତାବକ ସକାଳ ପ୍ରାୟ ୧୦:୩୦ ସମୟରେ ଏହି ବିସ୍ଫୋରଣ ଘଟିଛି | ୨୭୦…

ଏଥର ରଜ ମଉଜ କୁ ଫିକା କରିବ ପ୍ରବଳ ବର୍ଷିବ

ଏଥର ରଜରେ ପ୍ରବଳ ବର୍ଷିବ । ଦକ୍ଷିଣ ପୂର୍ବ ଓ ତତ୍ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଧୀରେଧୀରେ ଏହା ଘନୀଭୂତ ହୋଇ ଆସନ୍ତା ୧୩ ତାରିଖ ଭିତରେ ଲଘୁଚାପ କ୍ଷେତ୍ରରେ ପରିଣତ ହେବାର ସମ୍ଭାବନା ରହିଛି । ଏହାସହ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ…

ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ…

ବହୁ ପ୍ରତୀକ୍ଷିତ ଖୋର୍ଦ୍ଧା-ବଲାଙ୍ଗିର ରେଳ ପ୍ରକଳ୍ପ ଆଉ ଏକ ନୂଆ କୀର୍ତ୍ତିମାନ ସ୍ଥାପନ କରିବାକୁ ଯାଉଛି। ଏହି ପ୍ରକଳ୍ପରେ ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ନିର୍ମାଣ କରାଯାଇଛି ଯାହା ପରିବେଶ, ବନ୍ୟଜନ୍ତୁ ସୁରକ୍ଷା ସହିତ ଜଳସେଚନ ପ୍ରକଳ୍ପ ପାଇଁ ଉପାଦେୟ ସାବ୍ୟସ୍ତ ହେବ। ୨୦୨୬…

ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍

ହନିମୁନ୍ ପାଇଁ ଇନ୍ଦୋରରୁ ମେଘାଳୟ ଯାଇଥିବା ଦମ୍ପତିଙ୍କ ନିଖୋଜକୁ ନେଇ ବଡ଼ ଖୁଲାସା । ସ୍ବାମୀଙ୍କୁ ବୀଭତ୍ସ ହତ୍ୟା କରିଛନ୍ତି ସ୍ତ୍ରୀ। ଏକଥା ପୁଲିସ୍‌ ସମ୍ମୁଖରେ ନିଜେ ସ୍ବୀକାର କରି ଆତ୍ମସମର୍ପଣ କରିଛନ୍ତି ଅଭିଯୁକ୍ତା ପତ୍ନୀ। ୧୬ ଦିନର ସନ୍ଧାନ ପରେ ଶିଲଂରେ ନିଖୋଜ…

ଏଲନ ମସ୍କଙ୍କ ସହ ସଂପର୍କ ଶେଷକଲେ ଟ୍ରମ୍ପ

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ  ଟେକ୍‌ ବିଲିୟନେୟାର ଏଲନ୍ ମସ୍କଙ୍କ ମଧ୍ୟରେ ସମ୍ପର୍କ ଅତି ତିକ୍ତ ହୋଇଉଠିଛି। ଟ୍ରମ୍ପ ଆଜି ଏକ ବଡ଼ ବୟାନ ଦେଇ ମସ୍କଙ୍କ ସହ ତାଙ୍କର ସଂପର୍କ ଶେଷ ହୋଇଯାଇଛି ବୋଲି କହିବା ସହ ତାଙ୍କୁ ଚେତାବନୀ ଦେଇଛନ୍ତି। ଟ୍ରମ୍ପ କହିଛନ୍ତି ଡେମୋକ୍ରାଟ୍‌ମାନେ…

ବିଗ୍ ବସ୍ ଓଟିଟି’ ୩ର ବିଜେତା ସନା ମକବୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି,ଲିଭର ଜନିତ ରୋଗରେ ଆକ୍ରାନ୍ତ

‘ବିଗ୍ ବସ୍ ଓଟିଟି’ ୩ର ବିଜେତା ସନା ମକବୁଲଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ନିକଟରେ ତାଙ୍କ ପରିବାର ସହିତ ଇଦ୍ ପାଳନ କରୁଥିବାର କିଛି ଫଟୋ ପୋଷ୍ଟ କରିଥିଲେ । ଏହାର କିଛି ସମୟ ପରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା । ଯଦିଓ ତାଙ୍କ ଅସୁସ୍ଥତା ବିଷୟରେ ତାଙ୍କ ତରଫରୁ ଏ…

ବଢିଲା ଆଧାର ଅପଡ଼େଟ ଡ଼େଡ଼ଲାଇନ

ଆଧାରକାର୍ଡ଼ ଏକ ବଡ଼ ଜରୁରୀ ଦସ୍ତାବିଜ୍‌। ପ୍ରତି କାମରେ ଏହା ଦରକାର । ସେ ସରକାରୀ ହେଉ କି ବେସରକାରୀ ହେଉ। ଆଧାର ବିନା କୌଣସି କାମ ହେବା ମୁସ୍କିଲ। ଆଧାର ଅପଡେଟ୍‌ କରିନଥିଲେ ଅନେକ ଗୁରୁତ୍ବପୂର୍ଣ୍ଣ କାମ ହେବ ନାହିଁ । ବାରମ୍ବାର ଅପଡେଟ୍‌ କରିବାକୁ ତାରିଖ ବି ଆସିଛି । ହେଲେ ଏବେ ଶେଷ…