ସିବିଏସଇ ଟପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା
ସିବିଏସଇ ଟପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା । ସିବିଏସଇର ଦୁଇ ଟପର୍ ଛାତ୍ରୀ ଟିନା ଓ ଆଲିଶାଙ୍କୁ ଭେଟି ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ନମ୍ବର ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ…