ସୁନା – ରୂପା ଦରରେ ବଡ଼ ପରିବର୍ତନ , ଜାଣି ନିଅନ୍ତୁ ଆଜିର ସୁନା ଦର
ଗହଣା କିଣିବା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର । ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୬,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ…