Browsing Tag

#odisha

୧୧୪ଟି ରାଫେଲ ଯୁଦ୍ଧବିମାନ କିଣିବାକୁ ଯାଉଛି ଭାରତ

ପ୍ରତିରକ୍ଷା ବ୍ୟବସ୍ଥାକୁ ଅଧିକ ସୁଦୃଢ଼ କରିବାକୁ ଭାରତ ୧୧୪ଟି ରାଫେଲ ଯୁଦ୍ଧବିମାନ କିଣିବାକୁ ଯାଉଛି। ତେବେ ସରକାର ଏଥିରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ କ୍ଷେପଣାସ୍ତ୍ର ଓ ଅସ୍ତ୍ରଶସ୍ତ୍ର ବ୍ୟବସ୍ଥା ପରିବହନ କରିବାକୁ ଯୋଜନା ରଖିଛନ୍ତି। ପ୍ରତିରକ୍ଷା ମନ୍ତ୍ରଣାଳୟ ଫ୍ରାନ୍ସ ଜେଟ୍…

ଦୁର୍ଘଟଣାର ଶିକାର ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ସର୍ବାଧିକ ୧.୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ କ୍ୟାସଲେସ୍ ଚିକିତ୍ସା…

ସଡ଼କ ଦୁର୍ଘଟଣାରେ ଶିକାର ହେଉଥିବା ବ୍ୟକ୍ତିଙ୍କୁ ତୁରନ୍ତ ଏବଂ ମାଗଣା ଚିକିତ୍ସା ଯୋଗାଇଦେବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ‘ପ୍ରଧାନମନ୍ତ୍ରୀ ରାହତ’ ଯୋଜନା କାର୍ଯ୍ୟକାରୀ କରାଯାଉଛି । ଏହି ଯୋଜନାର ସଫଳ ରୂପାୟନ ପାଇଁ ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚ ପକ୍ଷରୁ ସମସ୍ତ ଜିଲ୍ଲା ଆରକ୍ଷୀ…

ବିଜେପି କ୍ଷମତାକୁ ଆସିଲେ ମହିଳା ପାଇବେ ମାସିକ ୩୦୦୦ ଟଙ୍କାର ଆର୍ଥିକ ସହାୟତା

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ବିଜେପିର ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି।  ଶାହ କହିଛନ୍ତି ଯେ, ପଶ୍ଚିମବଙ୍ଗରେ ଯଦି ବିଜେପି କ୍ଷମତାକୁ ଆସେ ତାହାହେଲେ ମହିଳାଙ୍କୁ ମାସିକ ୩୦୦୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିବ। ଏହାସହିତ ୬ ମାସ ଭିତରେ ସମାନ…

ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କଲେ ବିହାରର ନୀତିଶ କୁମାର

ବିହାରର ନୀତିଶ କୁମାର ଏବେ ଦିଲ୍ଲୀର ହେଲେ। ବିହାର ମୁଖ୍ୟମନ୍ତ୍ରୀ ଏବଂ ଜନତା ଦଳ (ସଂଯୁକ୍ତ) ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିଶ କୁମାର ଶୁକ୍ରବାର ରାଜ୍ୟସଭାରେ ଏକ ନୂତନ ଇନିଂସ ଆରମ୍ଭ କରୁଛନ୍ତି। ଆଜି ଅପରାହ୍ନ ୧୨:୧୨ ସମୟରେ ସେ ରାଜ୍ୟସଭାରେ ସଂସଦ ସଦସ୍ୟ ଭାବରେ ଶପଥ ଗ୍ରହଣ କରିଛନ୍ତି। ଏହି…

ପାକିସ୍ତାନ ଗସ୍ତରେ ଆମେରିକା ଉପରାଷ୍ଟ୍ରପତି ଜେ.ଡି.ଭେନସ୍,କାଲି ଇସ୍ଲାମାବାଦରେ ହେବ ଶାନ୍ତି ଆଲୋଚନା

ଆମେରିକା ଉପରାଷ୍ଟ୍ରପତି ଜେ.ଡି.ଭେନସ୍ ଶୁକ୍ରବାର ପାକିସ୍ତାନ ଗସ୍ତ କରିଛନ୍ତି। ଇରାନ-ଆମେରିକା ଯୁଦ୍ଧବିରାମ ଲାଗି ଇସ୍ଲାମାବାଦରେ ଅନୁଷ୍ଠିତ ହେଉଥିବା ଶାନ୍ତିବାର୍ତ୍ତା ପୂର୍ବରୁ ଭେନ୍ସ ବଡ଼ ବୟାନ ଦେଇଛନ୍ତି। ଭେନସ୍ କହିଛନ୍ତି ଯେ ସେ ଇରାନ ସହିତ ସକରାତ୍ମକ ଆଲୋଚନା ଆଶା କରୁଛନ୍ତି।…

ମୁକ୍ତିଲାଭ ଅପେକ୍ଷାରେ ଥିବା ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ର କିଛି ଦୃଶ୍ୟ ଅନଲାଇନରେ ଲିକ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ କାରଣରୁ ଏହି ଫିଲ୍ମଟି ଅନେକ ଥର ସ୍ଥଗିତ ରଖାଯାଇଛି। ଏବେ ଫିଲ୍ମର କିଛି ଦୃଶ୍ୟ ଅନଲାଇନରେ ଲିକ ହୋଇଛି। ଏହା…

ୟୁପିଆଇରେ ୧୦ ହଜାର ଟଙ୍କାରୁ ଅଧିକ ପଠାଇଲେ ଏକ ଘଣ୍ଟା ବିଳମ୍ବରେ ସେହି ଟଙ୍କା ପାଇବାକୁ ଥିବା ବ୍ୟକ୍ତିଙ୍କ…

ୟୁନିଫାଏଡ୍‌ ପେମେଣ୍ଟ୍‌ ଇଣ୍ଟରଫେସ୍‌ (ୟୁପିଆଇ) ଜରିଆରେ ଟଙ୍କା ନେଣଦେଣ ଏକ ସ୍ବାଭାବିକ ପ୍ରକ୍ରିୟାରେ ପରିଣତ ହୋଇଛି। ଏହା ଲୋକମାନଙ୍କ ଦୈନନ୍ଦିନ ଜୀବନର ଏକ ଅଂଶ ପାଲଟିଯାଇଛି। ତେବେ ଦେଶରେ ଡିଜିଟାଲ ଠକେଇ ବୃଦ୍ଧି ପାଉଥିବାରୁ କେତେକ ନିର୍ଦ୍ଦିଷ୍ଟ ପ୍ରକାର ୟୁପିଆଇ କାରବାର ଉପରେ କଟକଣା…

ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କୁ ମିଳିବ ୩,୦୦୦ ଟଙ୍କା – ବିଜେପି

ମହିଳାଙ୍କୁ ପ୍ରତି ମାସର ୧ ରୁ ୫ ତାରିଖ ମଧ୍ୟରେ ‘ଲକ୍ଷ୍ମୀ ଭଣ୍ଡାର’ ଯୋଜନାର ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ୩,୦୦୦ ସିଧାସଳଖ ସ୍ଥାନାନ୍ତର କରାଯିବ। ସମସ୍ତ ସରକାରୀ କର୍ମଚାରୀ ଏବଂ ବେତନଭୋଗୀ ବ୍ୟକ୍ତିବିଶେଷଙ୍କ ପାଇଁ ମହଙ୍ଗା ଭତ୍ତା (ଡିଏ) ସୁନିଶ୍ଚିତ କରାଯିବ। ୪୫ ଦିନ ମଧ୍ୟରେ…

ଆଇପିଏଲ ୧୫ତମ ଲିଗ୍ ମ୍ୟାଚରେ କେକେଆରକୁ ହରାଇଲା ଲକ୍ଷ୍ନୌ

ଲକ୍ଷ୍ନୌକୁ ଜିତାଇଲେ ମୁକୁଲ-ବଦୋନୀ । ୩ ଓ୍ୱିକେଟରେ ହାରିଲା କୋଲକାତା ନାଇଟ୍ ରାଇଡର୍ସ । ବାଜି ମାରିଲା ଲକ୍ଷ୍ନୌ ସୁପର ଜାଏଣ୍ଟସ୍ । ହାରୁଥିବା ମ୍ୟାଚ୍ ଜିତିଗଲା । କୋଲକାତା ପାଖରୁ ବିଜୟ ଛଡାଇ ଆଣିଲେ ମୁକୁଲ ଚୌଧୁରୀ ଏବଂ ଆୟୁଷ ବଦୋନୀ । ବୋଲରଙ୍କ ପରେ ବ୍ୟାଟର ଦେଖାଇଲେ ଦମ୍ । ଇଡେନ୍…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ,ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପରିଚାଳନା ଏବଂ ରକ୍ଷଣ ବେକ୍ଷଣ ନୀତି…

ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ବପୂର୍ଣ୍ଣ ବୈଠକ ଶେଷ । ୧୧ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର । ୫ଟି ବିଭାଗର ୧୧ଟି ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ବାଜିଛି । ବୈଠକ ସରିବା ପରେ ପ୍ରେସମିଟ୍‌ରେ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ରଖିଛନ୍ତି । ଗ୍ରାମ୍ୟ ପାନୀୟ ଜଳ ଯୋଗାଣ…