ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ବଣ୍ଟାଯିବ ପୋଷାକ – ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…
ଏପ୍ରିଲ ୨୭ ସୁଦ୍ଧା ସବୁ ସ୍କୁଲର ଛାତ୍ରଛାତ୍ରୀଙ୍କୁ ବଣ୍ଟାଯିବ ପୋଷାକ । ସ୍କୁଲ ୟୁନିଫର୍ମ ବଣ୍ଟନ ନେଇ SOP ଜାରି ହୋଇଛି । ଏ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଛୁଟି ଭିତରେ ସମସ୍ତଙ୍କୁ ୟୁନିଫର୍ମ ଯୋଗାଇ ଦିଆଯିବ ।
୧୦…