Browsing Tag

#odisha

ପାନିଆ କିଣିବା ସମୟରେ ଏହି କଥା ପ୍ରତି ନିଶ୍ଚୟ ଧ୍ୟାନ ରଖନ୍ତୁ

ଶସ୍ତା , ସୁନ୍ଦର , ମଜଭୁତ ଏହି ସବୁ ଶବ୍ଦ ଖାସ୍ କରି ମଧ୍ୟବିତ୍ତ ପରିବାରରେ ଅଧିକ ବ୍ୟବହାର ହୁଏ । ସେ ଘରକରଣା ସାମଗ୍ରୀ ହେଉ କି ନିତ୍ୟ ବ୍ୟବହାର୍ଯ୍ୟ ଦ୍ରବ୍ୟ ସବୁଥିରେ ଆମେ ଶସ୍ତା,ମଜଭୁତର ଯୁଗଳବନ୍ଦୀକୁ ଖୋଜିଥାଉ । ଯେମିତିକି ମୁଣ୍ଡ କୁଣ୍ଡାଉଥିବା ପାନିଆକୁ ହିଁ ନେଇଯାଆନ୍ତୁ । ପ୍ରାୟତଃ…

ମହଙ୍ଗା ହେଲା ଏମ୍‌ବିବିଏସ୍‌ ମେଡିକାଲ ପାଠପଢା

ମହଙ୍ଗା ହେଲା ମେଡିକାଲ ପାଠପଢା। ଏଣିକି ଓଡ଼ିଶାରେ ଥିବା ଘରୋଇ ମେଡିକାଲ କଲେଜରେ ଡାକ୍ତରୀ ପାଠ ପଢିବା ପାଇଁ ଛାତ୍ରଛାତ୍ରୀଙ୍କୁ ଅଧିକ ଫି ଦେବାକୁ ପଡ଼ିବ। ଏମ୍‌ବିବିଏସ୍‌ ପଢିବାକୁ ଛାତ୍ରଛାତ୍ରୀଙ୍କୁ ପ୍ରାୟ ୭୫ ପ୍ରତିଶତ ଅଧିକ ଫି ଦେବାକୁ ପଡ଼ିବ। ଯେତେବେଳେ କି ପିଜି ପାଠ୍ୟକ୍ରମ ଫି ମଧ୍ୟ…

ପାକିସ୍ତାନକୁ ଆଉ ଏକ ପଣଡ଼ୁବୀ ଜାହାଜ ହସ୍ତାନ୍ତର କଲା ଚାଇନା

ଚାଇନା ପାକିସ୍ତାନକୁ ଆଠଟି ହଙ୍ଗୋର ଶ୍ରେଣୀ ପଣଡୁବୀ ମଧ୍ୟରୁ ତୃତୀୟଟି ହସ୍ତାନ୍ତର କରିଛି, ଯାହା ଭାରତର ନିକଟବର୍ତ୍ତୀ ହିନ୍ଦୁ ମହାସାଗରରେ ପାକିସ୍ତାନ ନୌସେନାର ଉପସ୍ଥିତି ବୃଦ୍ଧି କରିବାରେ ସହାୟକ ହେବ। ଚାଇନାର ସରକାରୀ ଖବରକାଗଜ ‘ଗ୍ଲୋବାଲ ଟାଇମ୍ସ’ ଅନୁସାରେ, ଏହି ପଣଡୁବୀର ଜଳାବତରଣ…

ଦ୍ୱିତୀୟ ଥର ପାଇଁ ବାପା ହେବାର ସୌଭାଗ୍ୟ ପାଇଛନ୍ତି ନକୁଳ ମେହେତା

‘ବଡ଼େ ଅଛେ ଲଗତେ ହେଁ’ର ଫେମ୍ ଅଭିନେତା ନକୁଳ ମେହେତା ଦ୍ୱିତୀୟ ଥର ପାଇଁ ବାପା ହେବାର ସୌଭାଗ୍ୟ ପାଇଛନ୍ତି।  ପତ୍ନୀ ଜାନକୀ ଅଗଷ୍ଟ ୧୫ରେ ଏକ କନ୍ୟା ସନ୍ତାନକୁ ଜନ୍ମ ଦେବାର ଖୁସି ଖବରକୁ ନକୁଳ ସୋସିଆଲ ମିଡିଆ ଜରିଆରେ ସମସ୍ତଙ୍କୁ ଜଣାଇଛନ୍ତି। ପୋଷ୍ଟ ସହିତ ନକୁଳ ମେହେତା ତାଙ୍କ ନବଜାତ…

ଓଲା ଆଣିଲା ଆଡଭାନ୍ସଡ୍ ଡ୍ରାଇଭର୍ ଆସିଷ୍ଟାନ୍ସ ସିଷ୍ଟମ୍ ସମ୍ପନ୍ନ ସ୍କୁଟର

ଭାରତରେ ଇଲେକ୍ଟ୍ରିକ୍ ଦୁଇଚକିଆ ଯାନର ଲୋକପ୍ରିୟତା ନିରନ୍ତର ବୃଦ୍ଧି ପାଉଛି। ଲୋକମାନେ ଏବେ ପେଟ୍ରୋଲ ଚାଳିତ ଯାନ ଅପେକ୍ଷା ଇଲେକ୍ଟ୍ରିକ୍ ସ୍କୁଟରକୁ ଅଧିକ ପସନ୍ଦ କରୁଛନ୍ତି। ଏହି ଧାରା ଦେଖି, ଓଲା ଇଲେକ୍ଟ୍ରିକ ନୂତନ ଏସ-୧ ପ୍ରୋ ସ୍ପୋର୍ଟ ମଧ୍ୟ ଲଞ୍ଚ କରିଛି। ବିଶେଷ କଥା ହେଉଛି ଏହା ଦେଶର…

ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ଉପରେ ଗୁରୁତ୍ବାରୋପ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲୋକସେବା ଭବନରେ ମହିଳା ଓ ଶିଶୁ ବିକାଶ ବିଭାଗର ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି । ଅପପୁଷ୍ଟି ରୋକିବା ପାଇଁ ବିଭାଗ ପକ୍ଷରୁ ଦିଆଯାଉଥିବା ଖାଦ୍ୟ ବିଶେଷ କରି ଛତୁଆ ଉତ୍ପାଦନ ଓ ବଣ୍ଟନ ବ୍ୟବସ୍ଥାକୁ ଆହୁରି ବ୍ୟବସ୍ଥିତ କରିବା ପାଇଁ ଉପଯୁକ୍ତ ତଦାରଖ…

ଆମେ କାହାର ପକ୍ଷ ନୁହେଁ, କାହାର ବିପକ୍ଷ ନୁହେଁ , ଆମେ ସମସ୍ତଙ୍କ ସମକକ୍ଷ

ଭୋଟ୍ ଚୋରି ପ୍ରସଙ୍ଗକୁ ନେଇ ଶେଷରେ ପ୍ରେସମିଟ୍ କରି ସ୍ପଷ୍ଟୀକରଣ ରଖିଛନ୍ତି ନିର୍ବାଚନ ଆୟୋଗ । ବିହାରରେ କରାଯାଇଥିବା ଏସଆଇଆରକୁ ନେଇ ବିରୋଧୀମାନେ ପ୍ରଶ୍ନ ଉଠାଇବା ପରେ ଏହାର ଜବାବ ରଖିଛନ୍ତି ନିର୍ବାଚନ ଆୟୋଗ । ସ୍ପଷ୍ଟ ଭାବେ ମୁଖ୍ୟ ନିର୍ବାଚନ ଆୟୁକ୍ତ ଜ୍ଞାନେଶ କୁମାର କହିଛନ୍ତି…

ଅଷ୍ଟ୍ରେଲିଆର ପୂର୍ବତନ ଅଧିନାୟକ

ପୂର୍ବତନ କ୍ରିକେଟ୍ କିଂବଦନ୍ତି ତଥା ଅଷ୍ଟ୍ରେଲିଆ କ୍ରିକେଟ୍‌ର ଅନ୍ୟତମ ପ୍ରଭାବଶାଳୀ ବ୍ୟକ୍ତି ବବ୍ ସିମ୍ପସନଙ୍କର ଶନିବାର ପରଲୋକ ହୋଇଯାଇଛି। ତାଙ୍କୁ ୮୯ ବର୍ଷ ହୋଇଥିଲା। ୧୯୫୭ରୁ ୧୯୭୮ ମଧ୍ୟରେ ୬୨ ଟେଷ୍ଟ୍ ଖେଳି ୪୮୬୯ ରନ୍ କରିବା ସହ ୭୧ ୱିକେଟ୍ କରାୟତ୍ତ କରିଥିଲେ ସେ। ମାତ୍ର ୧୬ବର୍ଷ…

ଟ୍ରାଫିକ ଜାମରୁ ମୁକ୍ତି ପାଇବ ଦିଲ୍ଲୀ-ଏନସିଆର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରବିବାର ଦେଶକୁ ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପ ଉପହାର ଦେଇଛନ୍ତି। ପ୍ରଧାନମନ୍ତ୍ରୀ ପ୍ରାୟ ୧୧,୦୦୦କୋଟି ଟଙ୍କା ମୂଲ୍ୟର ଦୁଇଟି ଜାତୀୟ ରାଜପଥ ପ୍ରକଳ୍ପର ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପ ସମାପ୍ତ ହେବା ପରେ ଦିଲ୍ଲୀ-ଏନସିଆର ଟ୍ରାଫିକ ଜାମରୁ ମୁକ୍ତି ପାଇବ।…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରଆନ୍ଧ୍ର ଓ ଦକ୍ଷିଣ ଓଡିଶା ଉପକୁଳସ୍ଥ ସମୁଦ୍ର ମଧ୍ୟରେ ରବିବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ୨୪ ଘଣ୍ଟାରେ ଏହା ଅଧିକ ଘନୀଭୂତ ହୋଇ ଅବପାତ ନେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୦ ତାରିଖ ଯାଏଁ ପ୍ରବଳ ବର୍ଷା ସମ୍ଭାବନା…