ଏହି କାରଣରୁ ଆସନ୍ତାକାଲି ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ଶ୍ରୀଜିଉଙ୍କୁ ସାଧାରଣ ଦର୍ଶନ ବନ୍ଦ
ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଶ୍ରୀମନ୍ଦିରରେ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। କାରଣ କାଲି ଚିତାଲାଗି ଅମାବାସ୍ୟା। ଶ୍ରୀବିଗ୍ରହଙ୍କ ଚିତାଲାଗି ନୀତି କାରଣରୁ ସାଧାରଣ ଦର୍ଶନ ବନ୍ଦ ରହିବ। ଅପରାହ୍ନ ୨ଟା ୩୦ରୁ ସନ୍ଧ୍ୟା ୬ଟା ୩୦ ପର୍ଯ୍ୟନ୍ତ ଭକ୍ତମାନେ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ…