ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
ସେବା, ତ୍ୟାଗ, ଓଡ଼ିଆ ସ୍ବାଭିମାନର ପ୍ରତୀକ ବିଜୁ ପଟ୍ଟନାୟକ। କୋଟି କୋଟି ଓଡିଆଙ୍କ ଜାତିପ୍ରାଣ । ମହାନ ରାଷ୍ଟ୍ରନୀତିଜ୍ଞ, କଳିଙ୍ଗର ସ୍ବର୍ଣ୍ଣାଭ ସ୍ବାକ୍ଷର ବିଜୁ ବାବୁ। ଶିକ୍ଷା, ଶିଳ୍ପ, ସ୍ବାସ୍ଥ୍ୟ ସେବାର ମୂର୍ତ୍ତିମନ୍ତ ପ୍ରତୀକ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ଆଜି ଜନ୍ମ ତିଥୀ ।…