Browsing Tag

#odisha

ବିଜେଡିକୁ ଜୋରଦାର୍‌ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ

ବିଜେଡିକୁ ଜୋରଦାର୍‌ ଝଟକା। ପଦ୍ମ ଧରିଲେ ପୂର୍ବତନ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। ଏ ନେଇ ସେ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଏବଂ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଆୟୋଜିତ ମିଶ୍ରଣ ପର୍ବ ରେ ମନମୋହନଙ୍କ ଉପସ୍ଥିତିରେ ସେ ବିଜେପିରେ ସାମିଲ ହୋଇଛନ୍ତି। ଅମର ଦଳର ସୁପ୍ରିମୋ…

ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ଶକ୍ତି ନାନୀ ଉପାଖ୍ୟାନ ଦେଲେ – ଶ୍ରୀମୟୀ ମିଶ୍ର

ନାଆଁ ନ ନେଇ ଇସାରାରେ ପୁଣି ଭି.କେ ପାଣ୍ଡିଆନଙ୍କୁ କଟାକ୍ଷ କରିଛନ୍ତି ବହୁଚର୍ଚ୍ଚିତା ଶ୍ରୀମୟୀ ମିଶ୍ର। ଏଥର ଭି.କେ ପାଣ୍ଡିଆନଙ୍କ ପତ୍ନୀ ସୁଜାତା ଆର୍ କାର୍ତ୍ତିକେୟନଙ୍କୁ ବି ଧୋଇଛନ୍ତି ସେ। ବିଜେଡି ସଭାପତି ନବୀନ ପଟ୍ଟନାୟକ ନୂଆପଡ଼ା ଗସ୍ତରେ ଯିବା ପୂର୍ବରୁ ଆଜି ଏହି ବାଣଛାଡ଼ି ବିଜେଡିକୁ…

ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ

କଟକର ଶୈବ ପୀଠ ବାବା ଧବଳେଶ୍ଵରଙ୍କ ପୀଠରେ ପାଳନ ହେଉଛି ବଡଓଷା ପର୍ବ । ଭୋର ୪ଟାରୁ ପହଡ ଖୋଲାଯାଇ ୧୦୮ ଗରା କଳସ ଜଳରେ ସ୍ନାନ କରାଯାଇ ମଙ୍ଗଳଆଳତୀ କରାଯାଇଛି । ବାବା ଧବଳେଶ୍ଵର ଶ୍ରଦ୍ଧାଳୁ ମାନଙ୍କୁ ବଡ ସିଂହାର ବେଶରେ ଦର୍ଶନ ଦେଉଛନ୍ତି । ସୁରକ୍ଷା ପାଇଁ ଦୁଇ ଜଣ ଅତିରିକ୍ତ ଏସପିଙ୍କ ସମେତ…

ଆଜି ପଞ୍ଚୁକର ଦ୍ବିତୀୟ ଦିନ , ପୁରୀ ଶ୍ରୀ ମନ୍ଦିରରେ ଅସମ୍ଭାଳ ଭିଡ଼

ପଞ୍ଚୁକ ପ୍ରଥମ ଦିନରେ ପୁରୀ ଅସମ୍ଭାଳ ଭିଡ଼ ପରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ନିଜେ ପୁଲିସ ଡିଜି ଯୋଗେଶ ବାହାଦୂର ଖୁରାନିଆ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି । ଭିଡ଼କୁ ଦୃଷ୍ଟିରେ ରଖି ସାରା ରାତି ମହାପ୍ରଭୁଙ୍କୁ ଦର୍ଶନ ଚାଲିଛି । ପଞ୍ଚକର ପ୍ରଥମ ଦିନରେ ଗତକାଲି…

ମହିଳା କ୍ରିକେଟ୍ ବିଶ୍ବକପ୍‌ : ପ୍ରଥମ ଥର ଚାମ୍ପିଅନ ହେଲା ଭାରତ

ଭାରତୀୟ ମହିଳା କ୍ରିକେଟ ଦଳ ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତି ଇତିହାସ ରଚିଛି। ମୁମ୍ବାଇର ଡି.ୱାଇ. ପାଟିଲ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲରେ ଭାରତ ଦକ୍ଷିଣ ଆଫ୍ରିକାକୁ ୫୨ ରନରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତ ପ୍ରଥମେ ବ୍ୟାଟିଂ କରି ୨୯୮ ରନ କରିଥିଲା। ଶେଫାଳି…

ଆଜିର ରାଶିଫଳ

ମେଷ: ଆପଣଙ୍କର ସବୁ ଅଶାନ୍ତି ଅନ୍ତ ହେବ। ସଫଳତାର ନୂଆ କିରଣ ଦେଖାଦେବ। ଆର୍ଥିକ କ୍ଷେତ୍ରରେ ବିକାଶ ଯୋଗ ଅଛି। ଗାଡ଼ି କିଣିବା ପାଇଁ ସମୟ ସାଥ ଦେବ। ସ୍ବାସ୍ଥ୍ୟ ଚୈତନ୍ୟ ରହିବ। ବୃଷ: ଆପଣଙ୍କ ଉପରେ ଭଗବାନଙ୍କ କୃପା ରହିବ। ବେପାର ବଢ଼ାଇବା ପାଇଁ କରିଥିବା ଯୋଜନାରୁ…

ପରଲୋକରେ ‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର

‘ରୁଚି ମସଲା’ର ପ୍ରତିଷ୍ଠାତା ଶରତ କୁମାର ସାହୁଙ୍କର ପରଲୋକ ହୋଇଥିବା ନେଇ ରବିବାର ଅପରାହ୍ଣରେ ସୂଚନା ମିଳିଛି। କିଛି ମାସ ହେବ ସେ କ୍ୟାନସରରେ ପୀଡ଼ିତ ଥିଲେ। ସେଥି ପାଇଁ ତାଙ୍କର ଚିକିତ୍ସା ଚାଲିଥିଲା। ମୁମ୍ବାଇର ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଖୁବ୍‌…

ଡିସେମ୍ବର ୩୧ ଯାଏଁ ବଢିଲା ଇ-କେୱାଇସି ର ଅବଧି

ସରକାରଙ୍କ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲ ଥିବା ହିତାଧିକାରୀମାନଙ୍କ ପାଇଁ ଖୁସି ଖବର ଆସିଛି। କୌଣସି କାରଣରୁ ଏପର୍ଯ୍ୟନ୍ତ ଇ-କେୱାଇସି କରାଇ ନ ପାରିଥିବା ହିତାଧିକାରୀମାନେ ଆସନ୍ତା ଡିସେମ୍ବର ୩୧ ସୁଦ୍ଧା ନିକଟସ୍ଥ ଖାଉଟି ସୁଲଭ ମୂଲ୍ୟ ଦୋକାନ ବା ରାସନକାର୍ଡ଼ ପରିଚାଳନା କେନ୍ଦ୍ରକୁ ଯାଇ…

ବାପାଙ୍କୁ ପଚାରିନଥିଲା ବିଜେଡ଼ି – ଜୟ

କାହିଁକି ଜୟ ଢୋଲକିଆ ବିଜେପିରେ ଯୋଗ ଦେଇଥିଲେ ? ଏହି ପ୍ରଶ୍ନ ଅନେକଙ୍କ ମନରେ ଉଙ୍କିମାରିଥିଲା। ଆଜି କୋମନା ବ୍ଲକ୍ ଅନ୍ତର୍ଗତ ବୁଧି କୋମନା ଗାଁରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଏହାର ଜବାବ୍ ରଖିଛନ୍ତି ନୂଆପଡ଼ା ଉପନିର୍ବାଚନର ବିଜେପି ପ୍ରାର୍ଥୀ ଜୟ ଢୋଲକିଆ। ସେ କହିଛନ୍ତି, ବିଜେଡି…

ବିହାର ବିଧାନସଭା ନିର୍ବାଚନ, ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଲେ ପ୍ରିୟଙ୍କା

ବିହାରରେ ବିଧାନସଭା ନିର୍ବାଚନ ନେଇ ଆଜି ଦିନକୁ ସୁପର ଶନିବାର କୁହାଯାଉଛି । ଏନଡିଏ ସମେତ ମହାଗଠବନ୍ଧନର ବଡ଼ ନେତାମାନେ ମାରାଥନ ପ୍ରଚାର କରିଛନ୍ତି । କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଆଜି ନିର୍ବାଚନୀ ପ୍ରଚାର ମଇଦାନକୁ ଓହ୍ଲାଇଥିଲେ । ପ୍ରିୟଙ୍କା ଆଜି ଦୁଇଟି ନିର୍ବାଚନୀ ରାଲିରେ…