Browsing Tag

#odisha

୨୪ଘଣ୍ଟା ମଧ୍ୟରେ ଝାଡ଼ଖଣ୍ଡକୁ ଗତି କରିବ ଲଘୁଚାପ

ଲଘୁଚାପ ପ୍ରଭାବରେ ଉତ୍ତର, ପଶ୍ଚିମ ଏବଂ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ବର୍ଷା ହୋଇଛି। ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲାରେ ଅତି ପ୍ରବଳ ବର୍ଷିଛି। ସୁନ୍ଦରଗଡ଼, ସମ୍ବଲପୁର ଏବଂ ଜଗତସିଂହପୁର ଜିଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। କେନ୍ଦୁଝର ଜିଲାର ଯୋଡ଼ାରେ ସର୍ବାଧିକ…

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ, ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ

ବିଜେଡି ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ସର୍ଭିକାଲ ଆର୍ଥ୍ରାଇଟିସ୍‌ରେ ପୀଡ଼ିତ ଅଛନ୍ତି। ଏ ସମ୍ପର୍କରେ ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ଶ୍ରୀ ପଟ୍ଟନାୟକ ଉଲ୍ଲେଖ କରିଛନ୍ତି ଯେ, ସ୍ବାସ୍ଥ୍ୟଜନିତ ସମସ୍ୟା ଯୋଗୁଁ ଚିକିତ୍ସା ପାଇଁ ସେ ମୁମ୍ବଇ ଯିବେ।…

ଜୁନ 2୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ

ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି ।…

ଆଜିର ରାଶିଫଳ

ମେଷ: ପତ୍ନୀ ସର୍ବଂସହା ହେବେ। ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ଚଳଚଞ୍ଚଳ ରହିବେ। ଧନପ୍ରିୟ ହୋଇପାରନ୍ତି। ସାଧୁତା ଗୁଣର ଆଧାର ହେବେ। ପତିପରାୟଣ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ବିତାଇବେ। ବୃଷ: ଗୃହପାଳିତ ପଶୁମାନଙ୍କୁ ନିଜ ଆୟତ୍ତରେ ରଖି ନପାରି ପଡ଼ୋଶୀଙ୍କ ଫସଲ ନଷ୍ଟ ଯୋଗଁୁ…

ବେଳାଭୂମିରେ ଗାଧୋଇବା ବେଳେ ଭାସିଗଲେ ୩ ପର୍ଯ୍ୟଟକ , ଜଣେ ମୃତ, ଜଣେ ନିଖୋଜ

ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ। ଜଣେ ମୃତ, ଜଣେ ନିଖୋଜ। ଓଡ଼ିଶା -ପଶ୍ଚିମବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଗାଧୋଇବା ବେଳେ ଘଟିଛି ଏଭଳି ଅଘଟଣ। ୩ ପର୍ଯ୍ୟଟକ ଭାସିଯାଇଥିବା ପ୍ରଶାସନ ପକ୍ଷରୁ ସ୍ପିଡ୍ ବୋଟ ଜରିଆରେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ଯୁବକ ନିଖୋଜ…

ପରଦାକୁ ଆସିବ ସୁଶାନ୍ତ ଓ ରିଆଙ୍କ ପ୍ରେମ କାହାଣୀ

ବଲିଉଡ ଅଭିନେତା ସୁଶାନ୍ତ ସିଂହ ରାଜପୁତ ୧୪ ଜୁନ୍ ୨୦୨୦ ରେ ଏ ଦୁନିଆ ଛାଡି ଚାଲିଯାଇଥିଲେ। ତାଙ୍କ ଶୋଇବା ଘରୁ ତାଙ୍କର ମୃତଦେହ ମିଳିବା ପରେ ସାରା ଦେଶ ସ୍ତବ୍ଧ ହୋଇଯାଇଥିଲା। ତାଙ୍କ ଦେହାନ୍ତଙ୍କୁ ୫ବର୍ଷ ବିତିଥିବା ବେଳେ ପ୍ରଶଂସକମାନେ ଏବେ ବି ତାଙ୍କୁ ବହୁତ ମନେ ପକାଉଛନ୍ତି। ତେବେ…

ବଦଳିଛି ଫାଷ୍ଟାଗ୍‌ ନିୟମ,ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇ ପାରିବେ ସୁବିଧା

ଫାଷ୍ଟାଗ୍‌କୁ ନେଇ ବୁଧବାର ଏକ ବଡ ଖବର ସାମ୍ନାକୁ ଆସିଛି । ବଦଳିଛି ଫାଷ୍ଟାଗ୍‌ ନିୟମ । ଅଗଷ୍ଟ ୧୫ରୁ ବାର୍ଷିକ ଫାଷ୍ଟାଗ୍‌ ବ୍ୟବସ୍ଥା ହେବ । ଏଣିକି ବାର୍ଷିକ ୩ ହଜାର ଟଙ୍କା ଦେଇ ପାଇ ପାରିବେ ସୁବିଧା । ବର୍ଷେ କିମ୍ବା ୨୦୦ ଟ୍ରିପ୍‌ ପର୍ଯ୍ୟନ୍ତ ବାର୍ଷିକ ଫାଷ୍ଟାଗ୍‌ ବ୍ୟବସ୍ଥା ଲାଗୁ ହେବ…

ରାଜ୍ୟରେ ଡାଇରିଆ ଥମୁନାହିଁ, ୧୧ଜଣଙ୍କ ମୃତ

ରାଜ୍ୟରେ ଡାଇରିଆ ଥମୁନାହିଁ। ଯାଜପୁରରୁ ଆରମ୍ଭ ହୋଇଥିବା ଡାଇରିଆ ଏବେ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ମାଡ଼ିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ସରକାରୀ ଭାବେ ୧୧ଜଣଙ୍କ ଡାଇରିଆରେ ମୃତ୍ୟୁ ହୋଇଛି। ବେସରକାରୀ ଭାବେ ଏହି ସଂଖ୍ୟା ଆହୁରି…

ଟ୍ରମ୍ପଙ୍କ ସହ ଟେଲିଫୋନରେ କଥା ହେଲେ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଟେଲିଫୋନ୍‌ରେ କଥାବାର୍ତ୍ତା ହୋଇଛନ୍ତି। ଏହି ସମୟରେ ଉଭୟ ମଧ୍ୟରେ ଆତଙ୍କବାଦକୁ ନେଇ ବେଶ ଚର୍ଚ୍ଚା ହୋଇଛି। ଦୁଇ ନେତାଙ୍କ ମଧ୍ୟରେ ୩୫ ମିନିଟ୍ ଆଲୋଚନା ହୋଇଥିଲା। ସୂଚନା ଅନୁଯାୟୀ, ପ୍ରଧାନମନ୍ତ୍ରୀ…

ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ, ଉଠିଲା ତିନି ରଥର ଖପୁରି

ରଥଖଳାରେ ରଥ ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଲାଣି। ମହାରଣା ଓ ଭୋଇ ସେବକଙ୍କ ଦ୍ବାରା ଆଜି ତେର ପରସ୍ତ ପୋଟଳ ସହ ଖପୁରି ପଡ଼ିଛି। ଗତକାଲି ସୁଦ୍ଧା ତିନି ଭୂଇଁରେ କଇଁଚି ସହ ଅନ୍ଦାରୀ ତାଗ ବାଡ଼ିଆ ଶେଷ ହୋଇଥିଲା। ଏଥିସହ ତିନି ରଥର ପୋଟଳ ସମେତ ପାରା ଭାଡ଼ି ଓ ଖପୁରିର ନିର୍ମାଣ…