Browsing Tag

#odisha

ଆଜି ପର୍ଯ୍ୟଟକଙ୍କ ପାଇଁଁ ବନ୍ଦ ରହିବ ନନ୍ଦନକାନନ

ଆଜି ମଙ୍ଗଳବାର ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ରାଜ୍ୟ ଉଭିଦ ଉଦ୍ୟାନ ପର୍ଯ୍ୟଟକଙ୍କ ପାଇଁଁ ବନ୍ଦ ରହିବ ବୋଲି ନନ୍ଦନକାନନ ଉପନିର୍ଦେଶକ ସନଥ କୁମାର ନାରାୟଣ ସୂଚନା ଦେଇଛନ୍ତି। ସୂଚନା ଥାଉକି, ଏଥର ଶେଷରଜ ସୋମବାର ପଡିଥିଲା। ନନ୍ଦନକାନନ ସୋମବାର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହୁଥ‌ିବାବେଳେ ଚଳିତ…

ଆଜିର ରାଶିଫଳ

ମେଷ: କର୍ମକ୍ଷେତ୍ରରେ ସର୍ବୋଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ତେଳାନ୍ବିତ ହୋଇ ଧର୍ମ କାର୍ଯ୍ୟ ଜାରି ରଖିପାରନ୍ତି । ସାଧାରଣ କ୍ଷେତ୍ରରେ ଜନବଲ୍ଲଭ ହେବେ । କୌଣସି କାରଣରୁ ହଇରାଣ ହେବେ । ବୃଷ: ସୁକୁମାର ରୂପରେ ଅଧିକାରୀ ହେବେ । ଲୋକଙ୍କ ନିକଟରେ ଅଧିକ ସ୍ନେହାସ୍ପବ ହେବେ ।…

ଏଣିକି ଲଣ୍ଡନକୁ ଉଡ଼ିବ ଏଆଇ 159 ବିମାନ

ଗୁରୁବାର ଅହମଦାବାଦରେ ଉଡ଼ାଣ ଆରମ୍ଭ କରିବାର ଅଳ୍ପ କିଛି ସମୟ ମଧ୍ୟରେ ଭୟଙ୍କର ଦୁର୍ଘଟଣାର ଶିକାର ହୋଇଥିବା ଏୟାର ଇଣ୍ଡିଆର ବିମାନ ନମ୍ବର ଥିଲା ଏଆଇ ୧୭୧। ବୋଇଂ କମ୍ପାନି ପକ୍ଷରୁ ନିର୍ମିତ ଏହି ଡ୍ରିମଲାଇନର୍‌ ୭୮୭-୮ ବିମାନଟି ବି ଜେ ମେଡିକାଲ କଲେଜର ଏକ ହଷ୍ଟେଲରେ ପିଟି ହୋଇଥିଲା।…

ବିଶ୍ୱ ଟେଷ୍ଟ ଚାମ୍ପିୟନ ଦକ୍ଷିଣ ଆଫ୍ରିକାକୁ ମିଳିଲା ୩୧ କୋଟି ଟଙ୍କା

ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ପରାସ୍ତ କରି ବିଶ୍ୱ ଟେଷ୍ଟ ଚାମ୍ପିଅନସିପରେ ଚାମ୍ପିୟନ୍ ହୋଇଛି । ଲଣ୍ଡନର ଲର୍ଡସ କ୍ରିକେଟ୍ ଗ୍ରାଉଣ୍ଡରେ ଖେଳାଯାଇଥିବା ଫାଇନାଲରେ ଦକ୍ଷିଣ ଆଫ୍ରିକା ଅଷ୍ଟ୍ରେଲିଆକୁ ୫ ୱିକେଟରେ ପରାସ୍ତ କରିଛି । ଦକ୍ଷିଣ ଆଫ୍ରିକାର ବିଜୟରେ ଏଡେନ୍ ମାର୍କରାମ…

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି

ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଉଦ୍ଦିଷ୍ଟ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି। ଗଣପର୍ବ ‘ରଜ’ ଅବସରରେ ପର୍ଯ୍ୟଟକମାନେ ଆଜି ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲିଛନ୍ତି। ସବୁଠାରୁ ବଡ଼ କଥା ହେଲା ପର୍ଯ୍ୟଟକମାନେ ଭଲ ବୁଲିବାର କାରଣ…

କେଦାରନାଥରେ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ , 7 ମୃତ

କେଦାରନାଥ ନିକଟରେ ରବିବାର ସକାଳେ ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ହେଲିକପ୍ଟରଟି କେଦାରନାଥର ଗୌରୀକୁଣ୍ଡ ଜଙ୍ଗଲରେ ଦୁର୍ଘଟଣାର ଶିକାର ହୋଇଛି। ଏଥିରେ ୫ ଯାତ୍ରୀ ଓ ୨ ପାଇଲଟଙ୍କୁ ମିଶାଇ ମୋଟ ୭ ଜଣ ଥିଲେ। ସମସ୍ତ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ଆଶଙ୍କା କରାଯାଉଛି।ହେଲିକପ୍ଟରଟି…

ଆଜି ରଜ ସଂକ୍ରାନ୍ତି

ଆଜି ଓଡ଼ିଶାର ଗଣପର୍ବ ରଜ। ଗତକାଲି ପହିଲି ରଜ ଥିବା ବେଳେ ଆଜି ରଜ ସଂକ୍ରାନ୍ତି। ଏଥିଲାଗି ସହରଠୁ ପଲ୍ଲୀ ସବୁଠି ଉତ୍ସବର ମାହୋଲ। ତିନିଦିନିଆ ରଜ ଉତ୍ସବର ପ୍ରମୁଖ ଦିନ। ରଜ ସଂକ୍ରାନ୍ତିରେ ଗାଁ ଆମ୍ବତୋଟାରେ ସକାଳୁ ସକାଳୁ ଶୁଭୁଛି ରଜଗୀତ । ସହରର ବିଭିନ୍ନ ପାର୍କରେ ଦୋଳି, ପାନ ଓ ପିଠା …

ଭୁଷୁଡ଼ିଲା ସେତୁ , 20 ପର୍ଯ୍ୟଟକ ନିଖୋଜ , 2 ମୃତ

ବିବାର ଅପରାହ୍ନରେ ପୁଣେ ନିକଟରେ ଏକ ନଦୀ ଉପରେ ଏକ ସେତୁ ଭୁଶୁଡ଼ି ପଡ଼ିବା ପରେ ଅନେକ ପର୍ଯ୍ୟଟକ ବୁଡ଼ି ଯାଇଥିବା ଆଶଙ୍କା କରାଯାଉଛି। ଜାତୀୟ ବିପର୍ଯ୍ୟୟ ପ୍ରଶମନ ବଳର ଦଳଗୁଡ଼ିକ ପୁଣେର ଦୁର୍ଘଟଣାସ୍ଥଳରେ ସ୍ଥାନରେ ପହଞ୍ଚିଛନ୍ତି ଏବଂ ଉଦ୍ଧାର କାରୀଜୟ ଜାରି ରହିଛି। ସରକାରୀ ଉଦ୍ଧାରକାରୀ ଦଳ…

ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ପାଇଲେ ଲାରି ଏଲିସନ

ବିଶ୍ଵର ୨ୟ ଧନୀ ବ୍ୟକ୍ତି ତାଲିକାରେ ପରିବର୍ତ୍ତନ ହୋଇଛି। ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସ ବିଶ୍ଵର ୨ୟ ଧନୀ ବ୍ୟକ୍ତି ମାନ୍ୟତା ହରାଇଛନ୍ତି। ତାଙ୍କୁ ପଛରେ ପକାଇଛନ୍ତି ଓରାକଲର ପ୍ରତିଷ୍ଠାତା ଲାରି ଏଲିସନ। ଗତ ଗୁରୁବାର ୮୦ ବର୍ଷୀୟ ଏଲିସନଙ୍କ ସମ୍ପତ୍ତିରେ ହଠାତ ବୃଦ୍ଧି ଯୋଗୁ ସେ ବିଶ୍ଵର…

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍

ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ…