ଦ୍ବିତୀୟ ବର୍ଷ ପାଇଁ ଫ୍ରେଞ୍ଚ ଓପନ୍ ଗ୍ରାଣ୍ଡସ୍ଲାମ୍ ଟେନିସ୍ ପ୍ରତିଯୋଗିତାର ପୁରୁଷ ଏକକ ଟ୍ରଫି ଜିତି ନେଇଛନ୍ତି…
ତୀବ୍ର ସଂଘର୍ଷପୂର୍ଣ୍ଣ ତଥା ଅପୂର୍ବ ଉତ୍କଣ୍ଠାପୂର୍ଣ୍ଣ ଫାଇନାଲ୍ରେ ପ୍ରଥମ ସିଡ୍ ଓ ବିଶ୍ବମାନ୍ୟତାର ପ୍ରଥମ ସ୍ଥାନରେ ଥିବା ଇଟାଲିର ଜାନିକ ସିନ୍ନରଙ୍କୁ ନାଟକୀୟ ଭାବେ ୪-୬, ୬-୭ (୪-୭), ୬-୪, ୭-୬ (୭-୩), ୭-୬ (୧୦-୨)ସେଟ୍ରେ ପରାସ୍ତ କରି ଦ୍ବିତୀୟ ସିଡ୍ ସ୍ପେନ୍ର କାର୍ଲୋସ୍…