ତାଇୱାନ ଆଥଲେଟିକ୍ସ ଓପନ୍ ପ୍ରତିଯୋଗିତାରେ ଭାରତକୁ 6 ସ୍ବର୍ଣ୍ଣ ପଦକ
ତାଇୱାନ ଆଥଲେଟିକ୍ସ ଓପନ୍ ପ୍ରତିଯୋଗିତାରେ ଭାରତୀୟ ଖେଳାଳି ପ୍ରଥମ ଦିନ ୬ ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଏସୀୟ ବିଜୟିନୀ ଜ୍ୟୋତି ୟାରାଜୀ ୧୦୦ ମିଟର୍ ବାଧାଦୌଡ଼ରେ ଚମତ୍କାର ସମୟ (୧୨.୯୯ ସେକେଣ୍ଡ୍) ସହ ସ୍ବର୍ଣ୍ଣ ପଦକ ଜିତିଥିବାବେଳେ ପୁରୁଷ ୧୧୦ ମିଟର୍ ବାଧାଦୌଡ଼ରେ ତେଜାସ ଶୀର୍ଷେ ନିଜ…